Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ବେଆଇନ ବାଣ ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ
ଆଜିର ଖବର

ବାଲୁଗାଁ: ବେଆଇନ ବାଣ ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ

October 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବେଆଇନ ବାଣ ବିକ୍ରି ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତକୁ ବାଲୁଗାଁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ହରପ୍ରସାଦ ତ୍ରିପାଠୀ ଓ ନରେନ୍ଦ୍ର ମହାରଣା।

ହରପ୍ରସାଦ ନିଜ ଭେରାଇଟି ଷ୍ଟୋରରେ ଏବଂ ନରେନ୍ଦ୍ର ନିଜ ହୋଟେଲରେ ବାଣ ରଖି ବ୍ୟବସାୟ କରୁଥିବା ପୋଲିସ କୌଣସି ସୂତ୍ରରୁ ଖବରପାଇ ଅଚାନକ ଚଢ଼ାଉ କରିଥିଲା।ଚଢ଼ାଉ ସମୟରେ ଉଭୟଙ୍କ ନିକଟରୁ ବିପୁଳ ବାଣ ଜବତ କରିବାସହ ଉଭୟଙ୍କ ବିରୁଦ୍ଧରେ ପୃଥକ ଭାବେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି।

ଜବତ ବାଣର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଆଇଆଇସି ଜୟ ପ୍ରକାଶ ପରିଡା ସୂଚନା ଦେଇଛନ୍ତି।

ଦୁଇ ଅଭିଯୁକ୍ତ ଗିରଫ ବାଲୁଗାଁ ବେଆଇନ ବାଣ ବିକ୍ରି
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.