Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ସରକାରୀ କର୍ମଚାରୀମାନଙ୍କୁ ପୂଜା ଉପହାର: ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା ଗ୍ରାଚୁଇଟି ସୀମା
ଆଜିର ଖବର

ରାଜ୍ୟର ସରକାରୀ କର୍ମଚାରୀମାନଙ୍କୁ ପୂଜା ଉପହାର: ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା ଗ୍ରାଚୁଇଟି ସୀମା

October 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ 15 ଲକ୍ଷ ରୁ 20 ଲକ୍ଷ ଟଙ୍କାକୁ ତା 01.01.2024 ରୁ ପିଛିଲା ଭାବରେ ଲାଗୁ କରାଗଲା। ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାର 01.01.2024ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି।

ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026

ICC ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଆଧିପତ୍ୟ: ନମ୍ବର-୧ ରେ ବରୁଣ ଚକ୍ରବର୍ତ୍ତୀ ଓ ଅଭିଶେକ ଶର୍ମା

February 26, 2026

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026
Latest News

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026

ICC ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଆଧିପତ୍ୟ: ନମ୍ବର-୧ ରେ ବରୁଣ ଚକ୍ରବର୍ତ୍ତୀ ଓ ଅଭିଶେକ ଶର୍ମା

February 26, 2026

“ଉଭୟଙ୍କ ପାଇଁ ନିରାଶାଜନକ”: କେନ୍ଦ୍ର ବଜେଟ ପରେ କାହିଁକି ଏଭଳି କହିଲେ ଇରାନର ବୈଦେଶିକ ମନ୍ତ୍ରୀ?

February 26, 2026

ବିଶ୍ୱର ନମ୍ବର-୧ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି!: ବହୁତ ଦୂରରେ ଟ୍ରମ୍ଫ-ପୁଟିନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.