Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରର ସ୍ବତନ୍ତ୍ର ପୋର୍ଟାଲ ଲୋକାର୍ପିତ
ଆଜିର ଖବର

ଶ୍ରୀମନ୍ଦିରର ସ୍ବତନ୍ତ୍ର ପୋର୍ଟାଲ ଲୋକାର୍ପିତ

July 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଥଯାତ୍ରା ପୂର୍ବରୁ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ସ୍ବତନ୍ତ୍ର ଓ୍ବେବ ପୋର୍ଟାଲ। shreejagannath.inର ପୋର୍ଟାଲ୍‌କୁ ଉଦ୍‌ଘାଟନ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ଏଥିରେ ଜଗନ୍ନାଥ ସଂସ୍କୃତି, ନୀତି, ଇତିହାସ ବେଶ ଓ ପରମ୍ପରା ସମ୍ପର୍କରେ ସର୍ବସାଧାରଣଙ୍କୁ ସୂଚନା ମିଳିବ। ଏଥିରେ ଓଡ଼ିଆ, ବଙ୍ଗଳା, ହିନ୍ଦୀ ଓ ଇଂରାଜୀ ଭାଷାରେ ସୂଚନା ମିଳିପାରିବ। ଏହି ପୋର୍ଟାଲ ମାଧ୍ୟମରେ ଜନସାଧାରଣ ଭକ୍ତ ନିବାସ ବୁକିଂ କରିବା ସହ ଅନଲାଇନରେ ବିବାହ କାର୍ଡ ନିମନ୍ତ୍ରଣ ମଧ୍ୟ ପଠାଇ ପାରିବେ। ଏହି ଅବସରରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର, ଏଡିଜି ସଂଜୀବ ପଣ୍ଡା, IG ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସେବାୟତମାନେ ଉପସ୍ଥିତଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.