Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ନବ ଗଠିତ ଆଣ୍ଟି ନାର୍କୋଟିକ୍ସ ସ୍କ୍ବାଡ ଟିମକୁ ବଡ ସଫଳତା: ଦୁଇ ଗିରଫ, ବ୍ରାଉନସୁଗାର ଜବତ
ଆଜିର ଖବର

ଖୋର୍ଦ୍ଧାରେ ନବ ଗଠିତ ଆଣ୍ଟି ନାର୍କୋଟିକ୍ସ ସ୍କ୍ବାଡ ଟିମକୁ ବଡ ସଫଳତା: ଦୁଇ ଗିରଫ, ବ୍ରାଉନସୁଗାର ଜବତ

October 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ସହରକୁ ନିଶା ମୁକ୍ତ ଜିଲ୍ଲା କରିବା ପାଇଁ ନୂଆ ଆରକ୍ଷୀ ଅଧିକ୍ଷକଙ୍କ ପ୍ରୟାସ ଆରମ୍ଭ ହୋଇଛି। ଏଥର ଜିଲ୍ଲାରେ ନିଶା ବେପାରୀମାନେ ସାବାଡ଼ ହେବେ। ସେମାନଙ୍କୁ ସାବାଡ଼ କରିବା ପାଇଁ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥଙ୍କ ଦ୍ଵାରା ଆଣ୍ଟି ନାର୍କୋଟିକ୍ସ ସ୍କ୍ବାଡ ଗଠନ କରାଯାଇଛି। ତେବେ ସାଗରିକା ନାଥ ଜନସାଧାରଣଙ୍କୁ ଏଅଭିଯାନରେ ସାମିଲ ହେବା ପାଇଁ ନିବେଦନ କରିଛନ୍ତି। ଏଭଳି କୌଣସି ଗତିବିଧି ଦେଖିଲେ କିମ୍ବା ସୂଚନା ମିଳିଲେ ତୁରନ୍ତ ହେଲ୍ପଲାଇନ ନମ୍ବରରେ ଜଣାଇବା ପାଇଁ ନିବେଦନ କରାଯାଇଛି। ଯାହାର ୯୪୩୮୯ ୧୬୫୧୭ ନମ୍ବରକୁ ଫୋନ କରି ନିଶା କାରବାର ଉପରେ ସୂଚନା ଦେବା ପାଇଁ ଜନସାଧାରଣଙ୍କୁ ଆରକ୍ଷୀ ଅଧିକ୍ଷକ ପରାମର୍ଶ ଦେଇଛନ୍ତି।

ତେବେ ନବ ଗଠିତ ଆଣ୍ଟି ନାର୍କୋଟିକ୍ସ ସ୍କ୍ବାଡ ଟିମକୁ ପ୍ରଥମ ସଫଳତା ମିଳିଛି। ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ବରୁଣେଇ ରାସ୍ତା ଶାଗୁଆନ ଜଙ୍ଗଲରେ ବ୍ରାଉନସୁଗାର କାରବାର ବେଳେ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ଏହି ମାମଲାରେ ଦୁଇଜଣ ନିଶା ମାଫିଆଙ୍କୁ ଗିରଫ କରି ସେମାନଙ୍କ ଠାରୁ ୪୦ଗ୍ରାମ ବ୍ରାଉନସୁଗାର, ନଗଦ ୬ହଜାର ଟଙ୍କା, ମୋବାଇଲ, ବାଇକ୍ ପୋଲିସ ଜବତ କରିଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି।

brown sugar khordha Sagarika Nath
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.