Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପବିତ୍ର ମହାଷ୍ଟମୀରେ ମା’ ଭଗବତୀଙ୍କ ଦର୍ଶନ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

ପବିତ୍ର ମହାଷ୍ଟମୀରେ ମା’ ଭଗବତୀଙ୍କ ଦର୍ଶନ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

October 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପବିତ୍ର ମହାଷ୍ଟମୀ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର ଦର୍ଶନ କରି ମା’ ଙ୍କ ଆଶୀର୍ବାଦ ଲାଭ କରିଛନ୍ତି ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଭଗବତୀ ମନ୍ଦିର ସମ୍ମୁଖରେ ଦଳୀୟ କର୍ମକର୍ତ୍ତା ଓ ଜନସାଧାରଣ ମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ମନ୍ତ୍ରୀ ମା’ଙ୍କ ପୂଜାର୍ଚ୍ଚନା କରିବା ସହ ମନ୍ଦିର ବେଢାରେ ଦୀର୍ଘ ସମୟ ଅତିବାହିତ କରିଥିଲେ।

ଉକ୍ତ ସମୟରେ ସେବାୟତ ମାନଙ୍କ ସହ ମନ୍ଦିର ଉନ୍ନତି ବିଷୟରେ ଆଲୋଚନା କରିଥିଲେ ମନ୍ତ୍ରୀ। ମା’ ଙ୍କ ଶାରଦୀୟ ଦଶହରା ପର୍ବ କିପରି ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହେବ ତାହା ଉପରେ ଗୁରୁତ୍ୱାରୋପ କରିଥିଲେ ମନ୍ତ୍ରୀ। ଏହାପରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମା’ ଙ୍କ ସାତବଖରା ଘରେ ପହଞ୍ଚି ଉଭୟ ମା’ ଭଗବତୀ ଓ ମା’ ବିରଜାଈଙ୍କ ଚଳନ୍ତି ପ୍ରତିମା ରୂପକ କାଠି ଠାକୁରାଣୀଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ।

ମନ୍ତ୍ରୀଙ୍କ ଗସ୍ତ ସମୟରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ସଂଗଠକ ଜିତେନ୍ଦ୍ର ଭୋଳ,ସୁଧୀର ପାତ୍ର,ଏନଏସି ସଂଗଠକ ନନ୍ଦ କିଶୋର ମିଶ୍ର,ବାଣପୁର ବିଜେପି ନଗର ମଣ୍ଡଳ କାର୍ଯ୍ୟକାରୀ ସଭାପତି ରବିନାରାୟଣ ମିଶ୍ର, ବିଜେପି କାଉନସିଲର ସସ୍ମିତା ପୃଷ୍ଟି, ସଞ୍ଜୟ ସୁପକାର ପ୍ରମୁଖ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ଖୋର୍ଦ୍ଧା ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Latest News

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.