Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକନାୟକ ଜୟପ୍ରକାଶଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଲୋକନାୟକ ଜୟପ୍ରକାଶଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

October 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକନାୟକ ଜୟପ୍ରକାଶଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଦେଶ ଓ ସମାଜ ପ୍ରତି ତାଙ୍କ ଅବଦାନକୁ ପ୍ରଶଂସା କରି ଶ୍ରୀ ମୋଦୀ କହିଛନ୍ତି, ଜେପି ନାରାୟଣଙ୍କ ବ୍ୟକ୍ତିତ୍ୱ ଓ ଆଦର୍ଶ ପ୍ରତ୍ୟେକ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ।

ଏକ୍ସ ରେ ଏକ ପୋଷ୍ଟରେ ସେ ଉଲ୍ଲେଖ କରିଛନ୍ତି:

“ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜୟନ୍ତୀରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ସେ ଦେଶ ଏବଂ ସମାଜରେ ସକରାତ୍ମକ ପରିବର୍ତ୍ତନ ପାଇଁ ନିଜ ଜୀବନକୁ ସମର୍ପିତ କରିଥିଲେ। ତାଙ୍କ ବ୍ୟକ୍ତିତ୍ୱ ଓ ଆଦର୍ଶ ପ୍ରତ୍ୟେକ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ।”

ଜୟପ୍ରକାଶଙ୍କୁ ଜୟନ୍ତୀ ନରେନ୍ଦ୍ର ମୋଦୀ ଲୋକନାୟକ ଜୟପ୍ରକାଶ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତଠାରୁ ୫୦ ପ୍ରତିଶତ ଶୁଳ୍କ ଆଦାୟ କରିବ ଆମେରିକା: ଏହି କାରଣରୁ ଜରିମାନା ଲଗାଇଲେ ଡୋନାଲ୍ଡ ଟ୍ରମ୍ପ 

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ 

August 6, 2025

ଦିଲ୍ଲୀରେ ପିନାକୀ ମିଶ୍ର ଓ ମହୁଆ ମୋଇତା ଦେଲେ ବିବାହ ଭୋଜି, ଜାଣନ୍ତୁ କେଉଁମାନେ ଦେଲେ ଯୋଗ, କଣ କହିଲେ..

August 6, 2025
Latest News

ଭାରତଠାରୁ ୫୦ ପ୍ରତିଶତ ଶୁଳ୍କ ଆଦାୟ କରିବ ଆମେରିକା: ଏହି କାରଣରୁ ଜରିମାନା ଲଗାଇଲେ ଡୋନାଲ୍ଡ ଟ୍ରମ୍ପ 

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ 

August 6, 2025

ଦିଲ୍ଲୀରେ ପିନାକୀ ମିଶ୍ର ଓ ମହୁଆ ମୋଇତା ଦେଲେ ବିବାହ ଭୋଜି, ଜାଣନ୍ତୁ କେଉଁମାନେ ଦେଲେ ଯୋଗ, କଣ କହିଲେ..

August 6, 2025

ଖେଳାଳିଙ୍କ ରାଙ୍କିଂ କିପରି ସ୍ଥିର କରେ ICC?: କେଉଁ ଫର୍ମୁଲା ବ୍ୟବହାର କରାଯାଏ; ସହଜ ଭାଷାରେ ଜାଣନ୍ତୁ ସମ୍ପୂର୍ଣ୍ଣ ଗଣିତ

August 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.