Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଆଜି ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ବୁଲିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ଆଜି ପୂର୍ବାହ୍ନରେ ନବୀନ କେତେକ ପୂଜା ମଣ୍ଡପ ବୁଲିବା ସହିତ ମା ଙ୍କ ଆର୍ଶିବାଦ ଭିକ୍ଷା କରିଛନ୍ତି। ନବୀନ ପୂଜାମଣ୍ଡପରେ ପହଞ୍ଚିବା ପରେ ପୂଜା ସମିତ ତରଫରୁ ତାଙ୍କୁ ସ୍ବାଗତ କରାଯାଇ ମାଙ୍କ ନିକଟକୁ ପାଛୋଟି ନିଆଯାଇଥିଲା।

ପୂଜା ମଣ୍ଡପରେ ନବୀନ ପହଞ୍ଚିବା ସମୟରେ ସେଠାରେ ଥିବା ଭକ୍ତମାନେ ତାଙ୍କୁ ଦେଖି ବେଶ ଖୁସି ପ୍ରକଟ କରିଥିଲେ। ଏପରିକି କେତେକ ସ୍ଥାନରେ ତାଙ୍କ ସହିତ ସେଲଫି ନେବା ପାଇଁ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା। ରାଜ୍ୟବାସୀଙ୍କ ମଙ୍ଗଳ କାମନା କରି ସେ ମାଙ୍କ ନିକଟରେ ପ୍ରାର୍ଥନା କରିଥିବାର ଜାଣାପଡିଛି।

DurgaPuja DurgaPuja2024 ଦୁର୍ଗାପୂଜା ପୂଜା ମଣ୍ଡପ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ୱିନ୍ ସିଟିରେ ବଢ଼ୁଛି ନଦୀକୁ ଡେଇଁ ଆତ୍ମହତ୍ୟା: ୫ ବର୍ଷରେ ଅକାଳରେ ଗଲାଣି ୫୫ ଜୀବନ

September 18, 2026

UPI ଚାର୍ଜକୁ ନେଇ ମାୟାବତୀଙ୍କ ଅସନ୍ତୋଷ, ସରକାରଙ୍କୁ କଲେ ଏହି ପ୍ରଶ୍ନ

September 18, 2026

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 18, 2026

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026
Latest News

କମ୍ ସୁଧରେ ପର୍ସନାଲ ଲୋନ୍! ସେପ୍ଟେମ୍ବରରେ କେଉଁ ବ୍ୟାଙ୍କର ରେଟ୍ କେତେ?

September 18, 2026

ଟ୍ୱିନ୍ ସିଟିରେ ବଢ଼ୁଛି ନଦୀକୁ ଡେଇଁ ଆତ୍ମହତ୍ୟା: ୫ ବର୍ଷରେ ଅକାଳରେ ଗଲାଣି ୫୫ ଜୀବନ

September 18, 2026

UPI ଚାର୍ଜକୁ ନେଇ ମାୟାବତୀଙ୍କ ଅସନ୍ତୋଷ, ସରକାରଙ୍କୁ କଲେ ଏହି ପ୍ରଶ୍ନ

September 18, 2026

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 18, 2026

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.