Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ
ଆଜିର ଖବର

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

October 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ ହୋଇଯାଇଛି।ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା

ଗଞ୍ଜାମ ଜିଲ୍ଲା କୋଦଳା ଓ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସେ ୨୦୦୪ ଏବଂ ୨୦୦୯ ମସିହାରେ ଦୁଇଥର ବିଧାୟକ ରୂପେ ନିର୍ବାଚିତ ହୋଇଥିଲେ। ତୃଣମୂଳ ସ୍ତରରୁ ବିଜେପିର ସାଙ୍ଗଠନିକ କାର୍ଯ୍ୟ କରି ଦଳକୁ ସୁଦୃଢ଼ କରିବାରେ ତାଙ୍କ ଅବଦାନ ଅତୁଳନୀୟ।

ତାଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, “ନିରଞ୍ଜନ ପ୍ରଧାନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ଜଣେ ସୁଦକ୍ଷ ଓ ଜନସେବା ପ୍ରତି ସମର୍ପିତ ରାଜନେତା ଭାବେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ।

ପୂର୍ବତନ ବିଧାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.