Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଭଦ୍ରା ଯୋଜନା ଆବେଦନରେ ଯଦି ଭୁଲ କରିଛନ୍ତି ତେବେ ଚିନ୍ତା ନାହିଁ, ଆପଣଙ୍କ ପାଖକୁ ଯିବ ଫୋନ କଲ
ଆଜିର ଖବର

ସୁଭଦ୍ରା ଯୋଜନା ଆବେଦନରେ ଯଦି ଭୁଲ କରିଛନ୍ତି ତେବେ ଚିନ୍ତା ନାହିଁ, ଆପଣଙ୍କ ପାଖକୁ ଯିବ ଫୋନ କଲ

October 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁଭଦ୍ରା ଯୋଜନା ଆବେଦନରେ ଯଦି ଭୁଲ କରିଛନ୍ତି ତେବେ ଚିନ୍ତା ନାହିଁ, ଆପଣଙ୍କ ପାଖକୁ ଯିବ ଫୋନ କଲ

ଭୁବନେଶ୍ବର: ଆପଣ ସୁଭଦ୍ରା ଯୋଜନା ଆବେଦନରେ ଯଦି ଭୁଲ କରିଛନ୍ତି ତେବେ ଖୁବ ଶିଘ୍ର ଆପଣଙ୍କ ପାଖକୁ ଫୋନ କଲ ଯିବ। ଏ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଅନେକ ଆବେଦନ ବେଳେ ଭୁଲ କରିଦେଇଥାନ୍ତି। ତାହା ସବୁ ଯାଞ୍ଚ ହେଉଛି। ତାହା କେଉଁ ପ୍ରକାରର ଭୁଲ ଅନୁଧ୍ୟାନ କରି ତାଙ୍କ ପାଖକୁ ଫୋନ କଲ ଯିବ।

କେବଳ ସେତିକି ନୁହେଁ ଅଙ୍ଗନବାଡି କର୍ମୀମାନେ ଘରକୁଘର ବୁଲି ତାହାର ସଂଶୋଧନ ମଧ୍ୟ କରିବେ। ଶେଷ ଆବେଦନକାରୀଙ୍କ ନିକଟକୁ ଟଙ୍କା ପଠାଯିବା ପର୍ଯ୍ୟନ୍ତ ଏହି ପକ୍ରିୟା ଜାରୀ ରହିବ ବୋଲି ସେ କହିଛନ୍ତି। ବର୍ତ୍ତମାନ ସୁଦ୍ଧା 1 କୋଟି 60 ହଜାର ମହିଳା ଆବେଦନ କରିସାରିଲେଣି। ସମସ୍ତ ଯାଞ୍ଚ ସରିବା ପରେ ଖୁବ ଶିଘ୍ର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

Subhadra subhadra yojana ସୁଭଦ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ଭଣ୍ଡ ବାବାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

March 28, 2026

ରାୟଗଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ମେଗା ଫୁଡ ପାର୍କ ସ୍ଥାପନ କେନ୍ଦ୍ର ସରକାରଙ୍କ ମଞ୍ଜୁରି

March 28, 2026

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026
Latest News

ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ଭଣ୍ଡ ବାବାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

March 28, 2026

ରାୟଗଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ମେଗା ଫୁଡ ପାର୍କ ସ୍ଥାପନ କେନ୍ଦ୍ର ସରକାରଙ୍କ ମଞ୍ଜୁରି

March 28, 2026

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.