Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କ ଗୁଳି କରି ହତ୍ୟା ଘଟଣାର ଭିନ୍ନ ମୋଡ, ପୋଲିସର ତଦନ୍ତ ଜୋରଦାର
ଆଜିର ଖବର

ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କ ଗୁଳି କରି ହତ୍ୟା ଘଟଣାର ଭିନ୍ନ ମୋଡ, ପୋଲିସର ତଦନ୍ତ ଜୋରଦାର

October 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କ ଗୁଳି କରି ହତ୍ୟା ଘଟଣାର ଭିନ୍ନ ମୋଡ, ପୋଲିସର ତଦନ୍ତ ଜୋରଦାର

ମୁମ୍ବାଇ:  ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କ ହତ୍ୟା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନିଜକୁ ଦାୟୀ କରିଛି। ଗତକାଲି ରାତିରେ ମୁମ୍ବାଇର ପୂର୍ବ ବାନ୍ଦ୍ରା ଥିବା ତାଙ୍କ ପୁଅ ଜିଶାନ ସିଦ୍ଦିକଙ୍କ କାର୍ଯ୍ୟାଳୟ ବାହାରେ ଏନସିପି ନେତା ସିଦ୍ଦିକଙ୍କୁ ହତ୍ୟା କରାଯାଇଥିଲା।

ପୋଲିସର ସୂଚନାନୁସାରେ ଏହି ହତ୍ୟାକାଣ୍ଡରେ ତିନିଜଣ ଗୁଳି ଚଳାଇଥିଲେ। ଏହି ତିନିଜଣଙ୍କ ମଧ୍ୟରୁ ଦୁଇଜଣଙ୍କୁ ଗିରଫ କରାଯାଇଛି। ଜଣେ ହରିୟାଣାର ୨୩ ବର୍ଷିୟ ଗୁରୁମେଲ ବଲଜିତ ସିଂ ଏବଂ ଅନ୍ୟଜଣେ ଉତ୍ତରପ୍ରଦେଶର ୧୯ ବର୍ଷର ଧରମରାଜ କାଶ୍ୟପ। ତୃତୀୟଟି ମଧ୍ୟ ୟୁପିରୁ ଶିବ କୁମାର ଗୌତମ ବୋଲି ଜଣାପଡିଛି, ହେଲେ ସେ ଫେରାର ଅଛି। ଜଣେ ଚତୁର୍ଥ ବ୍ୟକ୍ତି ମଧ୍ୟ ଏହି ହତ୍ୟାକାଣ୍ଡରେ ସଂପୃକ୍ତ ଅଛି ଯେ କି ପୁରା ଘଟଣାକୁ ସେ ନିୟନ୍ତ୍ରଣ କରୁଥିଲା। ତେବେ ସେ କିଏ ପୋଲିସ ଅନୁସନ୍ଧାନ କରୁଛି।

ଗତକାଲି ରାତି ପ୍ରାୟ 9 ଟା 30 ବେଳେ ଘଟିଥିବା ଏହି ଘଟଣାରେ ଶ୍ରୀ ସିଦ୍ଦିକ ଏବଂ ତାଙ୍କ ସହଯୋଗୀଙ୍କୁ ଆକ୍ରମଣକାରୀମାନେ ଟାର୍ଗେଟ କରି ଏକାଧିକ ରାଉଣ୍ଡ ଗୁଳି ଚଳାଇଥିଲେ। ସିଦ୍ଦିକଙ୍କ ଛାତିରେ ଗଭୀର ଆଘାତ ସୃଷ୍ଟି ହୋଇଥିଲା। ଗୁଳିର କିଛି ଘଣ୍ଟା ପରେ କୁଖ୍ୟାତ ବିଷ୍ଣୋଇ ଗ୍ୟାଙ୍ଗ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ହତ୍ୟାକାଣ୍ଡର ଦାୟୀ ବୋଲି ଦାବି କରିଛି।

baba siddique ବାବା ସିଦ୍ଦିକ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026
Latest News

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.