Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଭସାଣୀ ପାଇଁ ଭୁବନେଶ୍ବର ଟ୍ରାଫିକରେ ହେଲା ପରିବର୍ତ୍ତନ, ଜାଣନ୍ତୁ କଣ
ଆଜିର ଖବର

ଆସନ୍ତାକାଲି ଭସାଣୀ ପାଇଁ ଭୁବନେଶ୍ବର ଟ୍ରାଫିକରେ ହେଲା ପରିବର୍ତ୍ତନ, ଜାଣନ୍ତୁ କଣ

October 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଭସାଣୀ ପାଇଁ ଭୁବନେଶ୍ବର ଟ୍ରାଫିକରେ ହେଲା କଟକଣା, ଜାଣନ୍ତୁ କଣ

ଭୁବନେଶ୍ବର: ଆସନ୍ତାକାଲି ମା ଦୁର୍ଗାଙ୍କ ବିଦାୟ ଉତ୍ସବ। ଅର୍ଥାତ ଭସାଣୀ ଉତ୍ସବ। ଏହି ଉତ୍ସବ ବେଶ ଧୂମଧାମରେ ପାଳନ କରାଯିବ। ସେଥିପାଇଁ ଆସନ୍ତାକାଲି ପାଇଁ ଭୁବନେଶ୍ବରରେ ଟ୍ରାଫିକ କଟକଣା କରାଯାଇଛି। ଭୁବନେଶ୍ବର ଟ୍ରାଫିକ ପୋଲିସ ସୂଚନା ଅନୁସାରେ ଏହିପରି ଭାବେ ଆସନ୍ତାକାଲି ଟ୍ରାଫିକ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି।

ତେବେ ଏହି ଟ୍ରାଫିକ ପରିବର୍ତ୍ତନକୁ କଡାକଡି ଲାଗୁ କରାଯିବ। ଯେଉଁମାନେ ନିୟମ ଖିଲାପ କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।

DurgaPuja DurgaPuja2024 ଭୁବନେଶ୍ବର ଟ୍ରାଫିକ
Share. Facebook Twitter LinkedIn Email WhatsApp Copy Link

Related Posts

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026
Latest News

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.