Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲାହୋର ଏୟାରପୋର୍ଟରେ ଗୁଳିମାଡ଼ : ୨ ମୃତ
ଆଜିର ଖବର

ଲାହୋର ଏୟାରପୋର୍ଟରେ ଗୁଳିମାଡ଼ : ୨ ମୃତ

July 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନର ଲାହୋର ଅନ୍ତର୍ଜାତୀୟ ଏୟାରପୋର୍ଟରେ ଆଖିବୁଜା ଗୁଳିମାଡ଼ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛି। ଏହି ଗୁଳିକାଣ୍ଡ ଯୋଗୁ ଏୟାରପୋର୍ଟରେ କିଛି ସମୟ ପାଇଁ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ରନ୍‌ୱେରୁ ଏୟାରପୋର୍ଟକୁ ଆସୁଥିବା ବେଳେ ପୂର୍ବରୁ ଏଠାରେ ରହିଥିବା ଦୁଇ ଜଣ ବ୍ୟକ୍ତି ସେମାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଗୁଳିମାଡ଼ କରିଥିବା ଦୁଇ ବ୍ୟକ୍ତି ଅଶ୍ରଦ ଓ ଶାହାନଙ୍କୁ ଏୟାରପୋର୍ଟରେ ମୁତୟନ ଥିବା ସୁରକ୍ଷାକର୍ମୀ ଗିରଫ କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସେମାନେ ଏଭଳି କରିଥିବା କହିଛନ୍ତି।।

Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.