Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକଙ୍କୁ ମୋଦି ସରକାରଙ୍କ ଉପହାର : ଖରିଫ ଫସଲ ଉପରେ ଏମ୍‌ଏସ୍‌ପିରେ ବୃଦ୍ଧି
ଆଜିର ଖବର

କୃଷକଙ୍କୁ ମୋଦି ସରକାରଙ୍କ ଉପହାର : ଖରିଫ ଫସଲ ଉପରେ ଏମ୍‌ଏସ୍‌ପିରେ ବୃଦ୍ଧି

July 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ର ବଜେଟ୍ ପୂର୍ବରୁ ମୋଦି ସରକାର କୃଷକମାନଙ୍କୁ ଏକ ଖୁସି ଖବର ଦେଇଛନ୍ତି। କେନ୍ଦ୍ର ସରକାର ଆଜି କ୍ୟାବିନେଟ୍‌ ବୈଠକରେ ଖରିଫ୍‌ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟରେ (ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସୋୟାବିନ୍‌, ହରଡ, ମୁଗ, ସୂର୍ଯ୍ୟମୁଖୀ ଆଦି ଶସ୍ୟରେ ମଧ୍ୟ ମୂଲ୍ୟ ବୃଦ୍ଧି କରାଯାଇଛି। ଏହାଦ୍ବାରା ଚାଷୀଙ୍କୁ ଫାଇଦା ମିଳିବ। ସୋୟାବିନର ଦାମ୍ ୩୧୧ କ୍ୱିଂଟାଲ ପ୍ରତି ବୃଦ୍ଧି ହୋଇଥିବା ବେଳେ ସୂର୍ଯ୍ୟମୂଖୀର ଦାମ୍ ୨୬୨ ଟଙ୍କା, ହରଡ ଡାଲି ୧୨୫ ଟଙ୍କା ବୃଦ୍ଧି ହୋଇଛି। ତେବେ ବହୁ ଦିନ ଧରି କୃଷକମାନଙ୍କ ଦାବୀକୁ ପୂରଣ କରାଯାଇଛି। ଏହା ପୂର୍ବରୁ କୃଷକଙ୍କ ଆୟ ବୃଦ୍ଧି କରି ୨୦୨୨ ପର୍ଯ୍ୟନ୍ତ ଦୁଇଗୁଣ କରିବାକୁ ଲକ୍ଷ୍ୟ ରଖି କେନ୍ଦ୍ର ସରକାର ଖରିଫ-ବିପଣନ ସିଜନ ୨୦୧୯-୨୦କୁ ଦୃଷ୍ଟିରେ ରଖି ଧାନର ନ୍ୟୁନତମ ସମର୍ଥନ ମୂଲ୍ୟ ୩.୩ରୁ ୩.୪ ପ୍ରତିଶତ ବୃଦ୍ଧି କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Latest News

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.