Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକରେ ସଡକ ଦୁର୍ଘଟଣା : ୧୨ ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ
ଆଜିର ଖବର

କର୍ଣ୍ଣାଟକରେ ସଡକ ଦୁର୍ଘଟଣା : ୧୨ ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

July 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକରେ ଏକ ସଡକ ଦୁର୍ଘଟଣାରେ ୧୨ ଜଣ ମୃତ ହୋଇଥିବାବେଳେ୨୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । କର୍ଣ୍ଣାଟକର ଚିନ୍ତାମଣିଠାରେ ଏକ ଅଟୋ ରିକ୍ସା ଓ ବସ୍‌ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣା ଘଟିଛି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ପ୍ରଶାସନ ଓ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛି । ତେବେ ୨୦ଜଣ ଆହତଙ୍କ ମଧ୍ୟରେ କିଛି ଜଣ ଗଭୀର ଆହତ ହୋଇଥିବାର ସୂଚନା ମିଳିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.