Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟାହିୟା ସିନୱାରଙ୍କ ମୃତ୍ୟୁ ନିଶ୍ଚିତ କଲା ହମାସ୍, ନୂତନ ମୁଖ୍ୟ ହେଲେ ଖଲିଲ ଅଲ-ହୟା
ଆଜିର ଖବର

ୟାହିୟା ସିନୱାରଙ୍କ ମୃତ୍ୟୁ ନିଶ୍ଚିତ କଲା ହମାସ୍, ନୂତନ ମୁଖ୍ୟ ହେଲେ ଖଲିଲ ଅଲ-ହୟା

October 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁରୁବାର ଦିନ ହମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ଇସ୍ରାଏଲ ହତ୍ୟା କରିଛି। ଏହା ପରେ ବର୍ତ୍ତମାନ ହମାସ୍ ଏହାର ନୂତନ ନେତା ଚୟନ କରିଛି। ଖଲିଲ ହୟାଙ୍କୁ ଏବେ ନୂତନ ମୁଖ୍ୟ କରାଯାଇଛି।

ବର୍ତ୍ତମାନର ସଂଘର୍ଷରେ ହମାସର ଶୀର୍ଷ ନେତୃତ୍ୱର ବହୁ ବିଶିଷ୍ଟ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ଏଭଳି ପରିସ୍ଥିତିରେ ସିନୱାରଙ୍କ ଉତ୍ତରାଧିକାରୀଙ୍କ ବିଷୟରେ କିଛି ନାମ ଆଲୋଚନା ହୋଇଥିଲା। ଏଥିରେ ଖାଲିଦ ମେଶାଲଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା।

Breaking News Hamas israel Yahya Sinwar
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ହିନ୍ଦୁ ଦେବତାଙ୍କ ଉପରେ ମନ୍ତବ୍ୟକୁ ନେଇ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ନିନ୍ଦା

December 3, 2025

Fake News: ଲୋକସଭାରେ ଫେକ ନ୍ୟୁଜ୍ ଉପରେ ଉତ୍ତର ରଖିଲେ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

December 3, 2025

International IDEA: ଭାରତକୁ ମିଳିଲା IDEAର ଅଧ୍ୟକ୍ଷତା, ପ୍ରତିନିଧିତ୍ବ କରିବେ CEC ଜ୍ଞାନେଶ କୁମାର 

December 3, 2025

Swamijee Public School: ରଂଗାରଂଗ ପରିବେଶରେ ପାଳିତ ହେଲା ସ୍ୱାମୀଜୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

December 3, 2025
Latest News

Byanjana Dwadashi: ବ୍ୟଞ୍ଜନ ଦ୍ଵାଦଶୀରେ ପ୍ରଭୃ କୃଷ୍ଣଙ୍କୁ ବାଢିଦିଆଗଲା ୮୭୫ ପ୍ରକାରର ଭୋଗ

December 3, 2025

ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ହିନ୍ଦୁ ଦେବତାଙ୍କ ଉପରେ ମନ୍ତବ୍ୟକୁ ନେଇ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ନିନ୍ଦା

December 3, 2025

Fake News: ଲୋକସଭାରେ ଫେକ ନ୍ୟୁଜ୍ ଉପରେ ଉତ୍ତର ରଖିଲେ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

December 3, 2025

Konark Festival 2nd Day: ଦ୍ବିତୀୟ ଦିନରେ ପରିବେଷଣ ହେଲା କୁଚିପୁଡ଼ି ସହ ଓଡିଶୀ 

December 3, 2025

International IDEA: ଭାରତକୁ ମିଳିଲା IDEAର ଅଧ୍ୟକ୍ଷତା, ପ୍ରତିନିଧିତ୍ବ କରିବେ CEC ଜ୍ଞାନେଶ କୁମାର 

December 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.