Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମିତି ସଭ୍ୟଙ୍କୁ ମାରଣାନ୍ତକ ଆକ୍ରମଣ
ଆଜିର ଖବର

ସମିତି ସଭ୍ୟଙ୍କୁ ମାରଣାନ୍ତକ ଆକ୍ରମଣ

October 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ବ୍ଲକ ଅଧିନସ୍ଥ ଡାୟାପଲୀ ପଞ୍ଚାୟତର ସମିତି ସଭ୍ୟ ଇ ରାଜା ରାଓଙ୍କୁ କିଛି ଯୁବକ ଆତର୍କିତ ଆକ୍ରମଣ କରିଛନ୍ତତି। ଫଳରେ ରାଜା ରାଓ ଗୁରୁତର ଆହତ ହୋଇ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।

ଘଟଣାରୁ ଜଣାପଡିଛି ଯେ, ଗୁରୁତର ରାଜା ରାଓ କୌଣସି କାମରେ ଦୁର୍ବନ୍ଧ ଯାଇ ନିଜ ଗ୍ରାମକୁ ଫେରୁଥିବା ବେଳେ ଗାନ୍ଧୀ ମନ୍ଦିର ନିକଟରେ ଛକି ରହିଥିବା କିଛି ଯୁବକ ବିଭିନ୍ନ ମାରଣାସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଯାହା ଫଳରେ ସେ ଗୁରୁତର ହୋଇପଡିଥିଲେ। ସ୍ଥାନୀୟ ଗ୍ରାମବାସିଙ୍କ ସହଯୋଗରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଖବର ପାଇ ବେଲଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଆକ୍ରମଣ କରି ଚମ୍ପଟ୍ ମାରୁଥିବା ଜଣେ ଯୁବକକୁ ଗାଁ ଲୋକ କାବୁ କରି ପୋଲିସକୁ ଦେଇଥିଲେ।

ମାରଣାନ୍ତକ ଆକ୍ରମଣ ସମିତି ସଭ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.