Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ଆସୁଛି… ଅବପାତରେ ପରିବର୍ତ୍ତନ ହେଲା ଲଘୁଚାପ, ଆସନ୍ତାକାଲି ବାତ୍ୟା
ଆଜିର ଖବର

ବାତ୍ୟା ଆସୁଛି… ଅବପାତରେ ପରିବର୍ତ୍ତନ ହେଲା ଲଘୁଚାପ, ଆସନ୍ତାକାଲି ବାତ୍ୟା

October 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ଆସୁଛି... ଲଘୁଚାପ ବର୍ତ୍ତମାନ ଅବପାତରେ ହେଲା ପରିବର୍ତ୍ତନ, ଆସନ୍ତାକାଲି ବାତ୍ୟା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଶକ୍ତି ଗୋଟାଇ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହା ବାତ୍ୟାରେ ପରିଣତ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହାପରେ 24 ତାରିଖରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବ।

ପାଣିପାଗ ବିଭାଗ ଅନୁସାରେ ୨୩ ଅକ୍ଟୋବରରେ ଏହା ବାତ୍ୟା ରୂପ ଧାରଣ କରିବ। ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବା ସେତେବେ ତାହା ପ୍ରବଳ ବାତ୍ୟାରେ ପରିଣତ ହେବ।୨୪ ଅକ୍ଟୋବର ରାତି ସମୟରେ ପୁରୀ ଏବଂ ସାଗର ଦ୍ୱୀପ ମଧ୍ୟରେ ସ୍ଥଳ ଭାଗ ଛୁଇଁ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ସେତେବେଳେ ଏହା ୧୦୦-୧୧୦ କିଲୋମିଟର ବେଗରେ ପବନ ପ୍ରବାହିତ ହେବ।

ଏହାଦ୍ବାରା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ।

cyclone Cyclone2024
Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇର କଡା ଆଭିମୁଖ୍ୟ: ପିସିବି ମୁଖ୍ୟଙ୍କ ବଢିପାରେ ସମସ୍ୟା

September 30, 2025

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025
Latest News

ବିସିସିଆଇର କଡା ଆଭିମୁଖ୍ୟ: ପିସିବି ମୁଖ୍ୟଙ୍କ ବଢିପାରେ ସମସ୍ୟା

September 30, 2025

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025

ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.