Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ଆସୁଛି… ଅବପାତରେ ପରିବର୍ତ୍ତନ ହେଲା ଲଘୁଚାପ, ଆସନ୍ତାକାଲି ବାତ୍ୟା
ଆଜିର ଖବର

ବାତ୍ୟା ଆସୁଛି… ଅବପାତରେ ପରିବର୍ତ୍ତନ ହେଲା ଲଘୁଚାପ, ଆସନ୍ତାକାଲି ବାତ୍ୟା

October 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ଆସୁଛି... ଲଘୁଚାପ ବର୍ତ୍ତମାନ ଅବପାତରେ ହେଲା ପରିବର୍ତ୍ତନ, ଆସନ୍ତାକାଲି ବାତ୍ୟା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଶକ୍ତି ଗୋଟାଇ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହା ବାତ୍ୟାରେ ପରିଣତ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହାପରେ 24 ତାରିଖରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବ।

ପାଣିପାଗ ବିଭାଗ ଅନୁସାରେ ୨୩ ଅକ୍ଟୋବରରେ ଏହା ବାତ୍ୟା ରୂପ ଧାରଣ କରିବ। ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବା ସେତେବେ ତାହା ପ୍ରବଳ ବାତ୍ୟାରେ ପରିଣତ ହେବ।୨୪ ଅକ୍ଟୋବର ରାତି ସମୟରେ ପୁରୀ ଏବଂ ସାଗର ଦ୍ୱୀପ ମଧ୍ୟରେ ସ୍ଥଳ ଭାଗ ଛୁଇଁ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ସେତେବେଳେ ଏହା ୧୦୦-୧୧୦ କିଲୋମିଟର ବେଗରେ ପବନ ପ୍ରବାହିତ ହେବ।

ଏହାଦ୍ବାରା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ।

cyclone Cyclone2024
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.