Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Breaking: ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଆଜିର ଖବର

Cyclone Breaking: ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର

October 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୪ଟି ଜିଲ୍ଲାରେ ୩ ଦିନିଆ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି । ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲା। ଏହି ଜିଲ୍ଲାର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ରାଜ୍ୟରେ ବାତ୍ୟା ‘ଦାନା’ ପାଇଁ ଏହି ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଆଗୁଆ ପଦକ୍ଷେପ ସ୍ୱରୂପ କଲେଜ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି। ଏ ସଂପର୍କରେ ଏସଆରସି ଉଚ୍ଚ ଶିକ୍ଷା ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

Cyclone2024 ବାତ୍ୟା ବାତ୍ୟା ଦାନା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ବର୍ଷ ୧.୬୦ ଲକ୍ଷରେ ପହଞ୍ଚିବ ସୁନା: ୫ ବର୍ଷ ମଧ୍ୟରେ ଦେବ ୨୦୦% ରିଟର୍ଣ୍ଣ

October 20, 2025

୧୪୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କଲା ଆରଜେଡି, ତେଜ ପ୍ରତାପ ଯାଦବଙ୍କ ବିରୋଧରେ ଦେଲା ପ୍ରାର୍ଥୀ

October 20, 2025

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025
Latest News

ଆସନ୍ତା ବର୍ଷ ୧.୬୦ ଲକ୍ଷରେ ପହଞ୍ଚିବ ସୁନା: ୫ ବର୍ଷ ମଧ୍ୟରେ ଦେବ ୨୦୦% ରିଟର୍ଣ୍ଣ

October 20, 2025

୧୪୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କଲା ଆରଜେଡି, ତେଜ ପ୍ରତାପ ଯାଦବଙ୍କ ବିରୋଧରେ ଦେଲା ପ୍ରାର୍ଥୀ

October 20, 2025

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

ଭାରତ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କଲେ ଟ୍ରମ୍ପ: ପୁଣିଥରେ ଦେଲେ ଧମକ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.