Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Breaking: ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଆଜିର ଖବର

Cyclone Breaking: ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର

October 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୪ଟି ଜିଲ୍ଲାରେ ୩ ଦିନିଆ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି । ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲା। ଏହି ଜିଲ୍ଲାର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ରାଜ୍ୟରେ ବାତ୍ୟା ‘ଦାନା’ ପାଇଁ ଏହି ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଆଗୁଆ ପଦକ୍ଷେପ ସ୍ୱରୂପ କଲେଜ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି। ଏ ସଂପର୍କରେ ଏସଆରସି ଉଚ୍ଚ ଶିକ୍ଷା ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

Cyclone2024 ବାତ୍ୟା ବାତ୍ୟା ଦାନା
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.