Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Big Breaking: ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ସଜାଗ ରୁହ……
ଆଜିର ଖବର

Cyclone Big Breaking: ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ସଜାଗ ରୁହ……

October 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Big Breaking: ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ସଜାଗ ରୁହ......

ଭୁବନେଶ୍ବର: ଆଜି ବାତ୍ୟାରେ ପରିଣତ ହୋଇଛି ବଙ୍ଗୋବସାଗରରେ ସୃଷ୍ଟି ହୋଇଥିବା ଅବପାତ। ପାରଦ୍ବୀପ ରାଡରେ ଏହା ବାତ୍ୟା ହେଲା ବୋଲି ସ୍ପଷ୍ଟ ହୋଇଛି। ଏହା ବର୍ତ୍ତମାନ ପାରାଦ୍ବୀପଠାରୁ 560 କିଲୋମିଟର ଦୂରରେ ରହିଛି। ସେହିପରି ସାଗରଦ୍ବୀପ ଠାରୁ ଏହା 630 କିଲୋମିଟର ଦୂରରେ ରହିଛି। ଏହା ଘଣ୍ଟା ପ୍ରତି 18 କିଲୋମିଟର ବେଗର ଗତିକରୁଛି ବୋଲି ଜଣାପଡିଛି।

ଏହି ଦାନା ଆସନ୍ତାକାଲି ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ 100 ରୁ 110 କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି। ପୂର୍ବରୁ ସୂଚନା ଦିଆଯାଇଥିଲା ଯେ, ବାତ୍ୟା ଦାନା 23 ତାରିଖରେ ବାତ୍ୟା ରୂପ ନେବ। ଏହାପରେ 24 ତାରିଖରେ ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହା ପୁରୀ ଏବଂ ସାଗର ଦ୍ବୀପ ମଧ୍ୟରେ କୌଣସି ସ୍ଥାନରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ କହିଛି।

cyclone Cyclone2024 ବାତ୍ୟା ବାତ୍ୟା ଦାନା
Share. Facebook Twitter LinkedIn Email WhatsApp Copy Link

Related Posts

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.