Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ପାଇଁ ବାତିଲ ହେଲା ଓଏଏସ ପରୀକ୍ଷା, ଓପିଏସସି ତରଫରୁ ଘୋଷଣା
ଆଜିର ଖବର

ବାତ୍ୟା ପାଇଁ ବାତିଲ ହେଲା ଓଏଏସ ପରୀକ୍ଷା, ଓପିଏସସି ତରଫରୁ ଘୋଷଣା

October 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ପାଇଁ ସ୍ଥଗିତ ହେଲା ଓଏଏସ ପରୀକ୍ଷା, ଓପିଏସସି ରତଫରୁ ଘୋଷଣା

ଭୁବନେଶ୍ବର: ବାତ୍ୟା ଦାନା ପାଇଁ ଆସନ୍ତା 27 ତାରିଖ ରବିବାରରେ ହେବାକୁ ଥିବା ଓଡିଶା ସିଭିଲ ସର୍ଭିସ ପରୀକ୍ଷା ବାତିଲ କରାଯାଇଛି। ତେବେ ପରବର୍ତ୍ତି ପରୀକ୍ଷା କେବେ ହେବ ସେ ନେଇ ପରେ ଅବଗତ କରାଯିବ ବୋଲି ଓପିଏସସି ତରଫରୁ କୁହାଯାଇଛି। ତେବେ ଏ ନେଇ ପରୀକ୍ଷାର୍ଥୀ ଓପିଏସସି ୱେବସାଇଟରେ ବିସ୍ତୁତ ତଥ୍ୟ ହାସଲ କରିପାରିବେ।

ବର୍ତ୍ତମାନ ବାତ୍ୟା ଦାନା ଆସନ୍ତାକାଲି ସ୍ଥଳ ଭାଗ ଛୁଇଁବ। ପଚିଶ ତାରିଖରେ ଏହାର ପ୍ରବଳ ପ୍ରଭାବ ରହିବ। ଫଳରେ ବିଭିନ୍ନ ସ୍ଥାନରେ ରାସ୍ତାଘାଟ ଭାଙ୍ଗିଯିବା ସହିତ ଗମନାଗମନ ବାଧାପ୍ରାପ୍ତ ହେବ। ଏପରିକି ଟ୍ରେନ ସେବା ମଧ୍ୟ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ପରୀକ୍ଷାକୁ ସ୍ଥଗିତ ରଖାଗଲା ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

cyclone Cyclone2024 ଓଏଏସ ପରୀକ୍ଷା ଓପିଏସସି ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.