Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବତୀଙ୍କୁ ଗଣବଳାତ୍କାର ମାମଲା : ୫ ଯୁବକ ଗିରଫ
ଆଜିର ଖବର

ଯୁବତୀଙ୍କୁ ଗଣବଳାତ୍କାର ମାମଲା : ୫ ଯୁବକ ଗିରଫ

July 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
5 Karnataka Students Arrested For Allegedly Raping Teen, Making Video
5 Karnataka Students Arrested For Allegedly Raping Teen, Making Video

କର୍ଣ୍ଣାଟକର ଦକ୍ଷିଣ କନ୍ନଡ ଜିଲ୍ଲାରେ ଏକ ଗଣ ବଳାତ୍କାର ମାମଲାରେ ପୋଲିସ୍‌ ୫ ଜଣ ଯୁବକଙ୍କୁ ଗିରଫ କରିଛି। ଗତ ମାର୍ଚ୍ଚ ମାସରେ ଏକ ଗଣ ଦୁଷ୍କର୍ମ ମାମଲାରେ ପୋଲିସ୍‌ ବୁଧବାର ଏହି ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ଘଟଣାର କିଛି ଭିଡକିଓ କ୍ଲିପ୍‌ ମଧ୍ୟ ଜବତ କରିଛି। ଘଟଣାର ଏକ ସପ୍ତାହ ପରେ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଭିଡିଓ ଜାରି ହେବା ପରେ ପୋଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କ ବୟସ ୧୯ ବର୍ଷ ବୟସ ବୋଲି ଜଣାପଡିଛି। ଜିଲ୍ଲା ପୋଲିସ୍‌ ଅଧିକାରୀ ବି ଏମ୍‌ ଲକ୍ଷ୍ମୀ ପ୍ରସାଦ ଯୁବକ ମାନଙ୍କୁ ଗିରଫ କରିବା ସହିତ ଯୁବକ ମାନେ ଯୁବତୀଙ୍କୁ ଡ୍ରଗ୍ସ ଦେଇ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ଆଣିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Latest News

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.