Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Dana Update: ସ୍ଥଳଭାଗକୁ ସ୍ପର୍ଶ କଲା ବାତ୍ୟାର ବାହାର ଅଂଶ, ପାଣିପାଗ ବିଭାଗର ସୂଚନା
ଆଜିର ଖବର

Cyclone Dana Update: ସ୍ଥଳଭାଗକୁ ସ୍ପର୍ଶ କଲା ବାତ୍ୟାର ବାହାର ଅଂଶ, ପାଣିପାଗ ବିଭାଗର ସୂଚନା

October 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Dane Update
Cyclone Dane Update: ସ୍ଥଳଭାଗକୁ ସ୍ପର୍ଶ କଲା ବାତ୍ୟାର ବାହାର ଅଂଶ, ପାଣିପାଗ ବିଭାଗ ସୂଚନା

ଭୁବନେଶ୍ବର: ବାତ୍ୟା ଦାନାର ବର୍ତ୍ତମାନ ବାହାର ଭାଗ ବା ଅଂଶ ସ୍ଥଳ ଭାଗ ଛୁଇଁଛି। ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାସ। ସେ କହିଛନ୍ତି ଯେ, ବାତ୍ୟାର ଆଖି ହେଉଛି ଏହାର କେନ୍ଦ୍ରସ୍ଥଳ। ଏହି ଆଖିଠାରୁ ପ୍ରାୟ 500ରୁ 600 କିଲୋମିଟର ପର୍ଯ୍ୟନ୍ତ ତାହାର ବାହାର ଅଂଶ ରହିଥାଏ। ସେହି ଅଂଶ ବର୍ତ୍ତମାନ ସ୍ଥଳ ଭାଗ ଛୁଇଁ ସାରିଲାଣି ବୋଲି ସେ କହିଛନ୍ତି।

ଏହାର ପ୍ରଭାବରେ ବର୍ତ୍ତମାନ ପାରାଦୀପ, ଜଗତସିଂହପୁର, ଧାମରା, ଭଦ୍ରକ ପରି ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହିତ ହାଲକା ପବନ ମଧ୍ୟ ପ୍ରବାହିତ ହେବାରେ ଲାଗିଛି। ଧିରେଧିରେ ବାତ୍ୟାର ଅନ୍ୟ ଅଂଶ ସ୍ଥଳଭାଗ ଆଡକୁ ଆସିବା ପରେ ଏହି ବର୍ଷାର ପରିମାଣ ବଢିବାରେ ଲାଗିବ। ବାତ୍ୟାର ଆଖି ଆସନ୍ତାକାଲି ରାତିରେ କିମ୍ବା ଶୁକ୍ରବାର ଭୋରରୁ ସ୍ଥଳଭାଗ ଛୁଇଁବ। ଏହି ବାତ୍ୟା ଦାନା ଧାମରାରୁ ଭିତରକନିକା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରିବ ବୋଲି ପାଣିପାଗ ବିଭାଗ କହିଛି।

Cyclone Dana Cyclone2024 ବାତ୍ୟା ବାତ୍ୟା ଦାନା
Share. Facebook Twitter LinkedIn Email WhatsApp Copy Link

Related Posts

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026
Latest News

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.