Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନଖଣ୍ଡ ଅଧିକାରୀମାନେ ପ୍ରସ୍ତୁତ ରୁହନ୍ତୁ: ଜଙ୍ଗଲମନ୍ତ୍ରୀ ଶ୍ରୀ ସିଂ ଖୁଣ୍ଟିଆ
ଆଜିର ଖବର

ବନଖଣ୍ଡ ଅଧିକାରୀମାନେ ପ୍ରସ୍ତୁତ ରୁହନ୍ତୁ: ଜଙ୍ଗଲମନ୍ତ୍ରୀ ଶ୍ରୀ ସିଂ ଖୁଣ୍ଟିଆ

October 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନସ୍ଥ ସମସ୍ତ କ୍ଷେତ୍ର କାର୍ଯ୍ୟକର୍ତ୍ତା, କର୍ମଚାରୀ ବିଶେଷକରି ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳର ବନଖଣ୍ଡ ଅଧିକାରୀ ଏବଂ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ନିଜ ନିଜ ଆଞ୍ଚଳିକ କର୍ତ୍ତୃତ୍ବ ମଧ୍ୟରେ ବାତ୍ୟା ଦାନାର ପ୍ରାକ ଓ ପରବର୍ତ୍ତୀ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଜାରି ରଖି ସାଧାରଣ ଜନତାଙ୍କ ଜୀବନ, ପ୍ରାଣୀ ଉଦ୍ୟାନର ସମ୍ପତ୍ତି ଏବଂ ପ୍ରାଣୀମାନଙ୍କ ଜୀବନକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ
ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଓ ବନ ବାହିନୀ ମୁଖ୍ୟ ଏବଂ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟ ପ୍ରାଣୀ) ଙ୍କୁ ଏ ସଂକ୍ରାନ୍ତରେ ମନ୍ତ୍ରୀ ଶ୍ରୀ ସିଂ ଖୁଣ୍ଟିଆ ପତ୍ର ଦ୍ୱାରା ନିର୍ଦ୍ଦେଶ ଦେଇଛନ୍ତି।

ଗଣେଶ ରାମ ସିଂ ଖୁଣ୍ଟିଆ ବାତ୍ୟା ଦାନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.