Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଟିବିପିର ପ୍ରତିଷ୍ଠା ଦିବସରେ ଆଇଟିବିପି ହିମବୀରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଇଟିବିପିର ପ୍ରତିଷ୍ଠା ଦିବସରେ ଆଇଟିବିପି ହିମବୀରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

October 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଇଟିବିପିର ପ୍ରତିଷ୍ଠା ଦିବସରେ ଆଇଟିବିପି ହିମବୀର ଏବଂ ସେମାନଙ୍କ ପରିବାରଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଟିବିପିକୁ ବୀରତା ଏବଂ ସମର୍ପଣର ପ୍ରତୀକ ଭାବେ ପ୍ରଶଂସା କରିଛନ୍ତି। ସେ ମଧ୍ୟ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କ ପ୍ରଚେଷ୍ଟା ଓ ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କରିଥିଲେ ଯାହାକି ଲୋକଙ୍କ ମନରେ ଅତ୍ୟନ୍ତ ଗର୍ବର ଭାବନା ପ୍ରେରିତ କରିଥାଏ।

ଶ୍ରୀ ମୋଦୀ ଏକ୍ସ ରେ ଲେଖିଛନ୍ତି:

“ଆଇଟିବିପି ହିମବୀର ଏବଂ ସେମାନଙ୍କ ପରିବାରଙ୍କୁ ପ୍ରତିଷ୍ଠା ଦିବସର ଶୁଭେଚ୍ଛା। ବୀରତ୍ୱ ଏବଂ ସମର୍ପଣ ଭାବନାର ପ୍ରତୀକ ଭାବେ ଏହା ଅଗ୍ରଣୀ ହୋଇ ରହିଛି। ବିପଦପୂର୍ଣ୍ଣ ଭୂଭାଗ ଏବଂ କଠିନ ପାଣିପାଗ ସ୍ଥିତି ସମେତ ବିଭିନ୍ନ ସମୟରେ ସେମାନେ ଆମକୁ ସୁରକ୍ଷା ଦେଇଥାନ୍ତି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କ ପ୍ରଚେଷ୍ଟା ଓ ଉଦ୍ଧାର କାର୍ଯ୍ୟ ଲୋକଙ୍କ ମନରେ ଗର୍ବର ଭାବନା ଆଣିଥାଏ। @ITBP_official”

ଆଇଟିବିପି ନରେନ୍ଦ୍ର ମୋଦୀ ପ୍ରତିଷ୍ଠା ଦିବସ ପ୍ରାକୃତିକ ବିପର୍ଯ୍ୟୟ
Share. Facebook Twitter LinkedIn Email WhatsApp Copy Link

Related Posts

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026
Latest News

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.