Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ନିଷ୍ପତ୍ତିରେ ଭଗବାନ ବୁଦ୍ଧଙ୍କୁ ବିଶ୍ୱାସ କରୁଥିବା ଲୋକଙ୍କ ମନରେ ଖୁସି: ପ୍ରଧାନମନ୍ତ୍ରୀ
ଆଜିର ଖବର

ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ନିଷ୍ପତ୍ତିରେ ଭଗବାନ ବୁଦ୍ଧଙ୍କୁ ବିଶ୍ୱାସ କରୁଥିବା ଲୋକଙ୍କ ମନରେ ଖୁସି: ପ୍ରଧାନମନ୍ତ୍ରୀ

October 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଖୁସି ଜାହିର କରିଛନ୍ତି। ଭଗବାନ ବୁଦ୍ଧଙ୍କ ବାଣୀରେ ବିଶ୍ୱାସ ରଖୁଥିବା ଲୋକଙ୍କ ମନରେ ଏହା ଖୁସିର ଭାବନା ପ୍ରଜ୍ୱଳିତ କରିଛି ବୋଲି ସେ କହିଛନ୍ତି। କଲମ୍ବୋ ଠାରେ ଆଇସିସିଆର ଦ୍ୱାରା ଆୟୋଜିତ ‘ପାଲି ଏକ ଶାସ୍ତ୍ରୀୟ ଭାଷା’ ଶୀର୍ଷକ ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିଥିବା ବିଭିନ୍ନ ଦେଶର ବିଦ୍ୱାନ ଏବଂ ଭିକ୍ଷୁ ମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଧନ୍ୟବାଦ ଅର୍ପଣ କିଛନ୍ତି।

ଶ୍ରୀଲଙ୍କା ହ୍ୟାଣ୍ଡଲରେ ଭାରତ ପକ୍ଷରୁ ହୋଇଥିବା ଏକ ପୋଷ୍ଟର ପ୍ରତିକ୍ରିୟାରେ ଶ୍ରୀ ମୋଦୀ ଲେଖିଛନ୍ତି:

“ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତି ଭଗବାନ ବୁଦ୍ଧଙ୍କ ବାଣୀରେ ବିଶ୍ୱାସ କରୁଥିବା ଲୋକଙ୍କ ମନରେ ଖୁସିର ଭାବନା ପ୍ରଜ୍ୱଳିତ କରିଥିବା ଜାଣି ଖୁସି ହେଲି। କଲମ୍ବୋରେ ହୋଇଥିବା କାର୍ଯ୍ୟକ୍ରମରେ ଭାଗ ନେଇଥିବା ବିଭିନ୍ନ ଦେଶର ବିଦ୍ୱାନ ଓ ବୌଦ୍ଧ ଭିକ୍ଷୁଙ୍କ ନିକଟରେ କୃତଜ୍ଞ।”

BJP Ads
ନରେନ୍ଦ୍ର ମୋଦୀ ପାଲି ଭଗବାନ ବୁଦ୍ଧ
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଟି-୨୦କୁ ୫ ୱିକେଟରେ ଜିତିଲା ଭାରତ: ହୋବାର୍ଟରେ ଅଷ୍ଟ୍ରେଲିଆର ପ୍ରଥମ ବିଜୟ

November 2, 2025

ସହଜ ହେଲା ଆଧାର ଅପଡେଟ୍, ଏବେ ଘରେ ବସି ଅନଲାଇନରେ କରିପାରିବେ ଏହି ସବୁ କାମ  

November 2, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆପତ୍ତିଜନକ ଭାଷା ବ୍ୟବହାର କରିବା ମହଙ୍ଗା ପଡିଲା: ଅଭିଯୁକ୍ତ ଗିରଫ

November 2, 2025

“କୌଣସି ହିଂସା ଗ୍ରହଣୀୟ ନୁହେଁ”: ଦୁଲାରଚାନ୍ଦ ହତ୍ୟା ମାମଲାରେ ସିଇସି ଙ୍କ ଚେତାବନୀ

November 2, 2025
BJP Ads
Latest News

ତୃତୀୟ ଟି-୨୦କୁ ୫ ୱିକେଟରେ ଜିତିଲା ଭାରତ: ହୋବାର୍ଟରେ ଅଷ୍ଟ୍ରେଲିଆର ପ୍ରଥମ ବିଜୟ

November 2, 2025

ସହଜ ହେଲା ଆଧାର ଅପଡେଟ୍, ଏବେ ଘରେ ବସି ଅନଲାଇନରେ କରିପାରିବେ ଏହି ସବୁ କାମ  

November 2, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆପତ୍ତିଜନକ ଭାଷା ବ୍ୟବହାର କରିବା ମହଙ୍ଗା ପଡିଲା: ଅଭିଯୁକ୍ତ ଗିରଫ

November 2, 2025

“କୌଣସି ହିଂସା ଗ୍ରହଣୀୟ ନୁହେଁ”: ଦୁଲାରଚାନ୍ଦ ହତ୍ୟା ମାମଲାରେ ସିଇସି ଙ୍କ ଚେତାବନୀ

November 2, 2025

ବହୁଚର୍ଚ୍ଚିତ ଦୁଲାରଚାନ୍ଦ ଯାଦବ ହତ୍ୟା ମାମଲା: ପୂର୍ବତନ ବିଧାୟକ ଗିରଫ

November 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.