Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀର୍ଘ ୬ ବର୍ଷ ପରେ ଦୁଇ ଫେରାର ଅଭିଯୁକ୍ତ ଗିରଫ
ଆଜିର ଖବର

ଦୀର୍ଘ ୬ ବର୍ଷ ପରେ ଦୁଇ ଫେରାର ଅଭିଯୁକ୍ତ ଗିରଫ

October 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ଥାନା ପୋଲିସ୍ ଗଣ୍ଡଗୋଳ ଓ ଆକ୍ରମଣ ଅଭିଯୁକ୍ତ ଦୁଇ ଅଭିଯୁକ୍ତଙ୍କୁ ଦୀର୍ଘ ୬ ବର୍ଷ ପରେ ଗିରଫ କରି କୋର୍ଟ ଚାଲାଣ କରିଛି।

ସୁଚନା ଅନୁଯାୟୀ ଗୋପାଳପୁର ଥାନା ଅନ୍ତର୍ଗତ ଗଞ୍ଜୁ ଗ୍ରାମର ମୟ ଦାସ ନାମକ ଜଣେ ଯୁବକ ଗୋଟିଏ ଗାଁ ଗଣ୍ଡଗୋଳରେ ଅଭିଯୁକ୍ତ ହୋଇ ସେହି ଦିନଠାରୁ ଫେରାର ଥିଲା ଓ ବଡକୁଶସ୍ତଳୀ ଗ୍ରାମର ଶଙ୍କର ସେଠୀ ନାମରେ ଯୁବକ ଆକ୍ରମଣ ଘଟଣାରେ ଅଭିଯୁକ୍ତ ହୋଇ ଗତ ୨୦୧୮ ମସିହାରୁ ଫେରାର ହୋଇଯାଇଥିଲେ। ସେହି ଦିନଠାରୁ ପୋଲିସ ଉକ୍ତ ଦୁଇ ଅଭିଯୁକ୍ତଙ୍କ ବିଷୟରେ ଅନୁସନ୍ଧାନ ଚଳାଇ ଶେଷରେ ବିଭିନ୍ନ ସ୍ଥାନରେ ଚଢାଉ କରି ଉକ୍ତ ଦୁଇ ଜଣଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରାଉଚରା ପରେ ଗିରଫ କରି କୋର୍ଟ ଚାଲାଣ କରିଛି।

ଗିରଫ ଗୋପାଳପୁର ଥାନା ଫେରାର ଅଭିଯୁକ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.