Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନ ଏବଂ ୟେମେନର ନାଗରିକମାନଙ୍କୁ ଫାଶୀ ଦେଲା ସାଉଦି ଆରବ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଆଜିର ଖବର

ପାକିସ୍ତାନ ଏବଂ ୟେମେନର ନାଗରିକମାନଙ୍କୁ ଫାଶୀ ଦେଲା ସାଉଦି ଆରବ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

October 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବୁଧବାର ସାଉଦି ଆରବରେ ୭ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ୭ ଜଣଙ୍କ ମଧ୍ୟରୁ ୫ ଜଣଙ୍କୁ ନିଶା କାରବାର ପାଇଁ ଦଣ୍ଡିତ କରାଯାଇଛି। ଅନ୍ୟ ଦୁଇ ଜଣଙ୍କୁ ଅନ୍ୟ ମାମଲାରେ ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ସୂଚନା ପ୍ରଦାନ କରି ସରକାରୀ ସାଉଦି ପ୍ରେସ ଏଜେନ୍ସି (ଏସପିଏ) କହିଛି ଯେ, ମୃତ୍ୟୁଦଣ୍ଡ ପାଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଣେ ପାକିସ୍ତାନୀ ନାଗରିକ ଅଛନ୍ତି। ଏଥିରେ ଦୁଇ ସାଉଦି ନାଗରିକ ମଧ୍ୟ ଅନ୍ତର୍ଭୁକ୍ତ, ଏହା ସହିତ ଚାରି ଜଣ ୟେମେନ ନାଗରିକଙ୍କୁ ମଧ୍ୟ ଫାଶୀ ଦିଆଯାଇଛି।

ସୂଚନା ଅନୁଯାୟୀ ଚାରିଜଣ ୟେମେନ ନାଗରିକ ଚୋରା ଚାଲାଣ ପାଇଁ ଦକ୍ଷିଣ ଅସୀର ପ୍ରଦେଶରେ ଫାଶୀ ପାଇଛନ୍ତି। ଏଥି ସହିତ ବୁଧବାର ଦିନ ଜଣେ ପାକିସ୍ତାନୀ ନାଗରିକଙ୍କୁ ଡ୍ରଗ୍ ଚୋରା କାରବାରରେ ଦୋଷୀ ସାବ୍ୟସ୍ତ କରାଯାଇଥିଲା।

୨୦୨୪ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ଅର୍ଥାତ୍ ଅକ୍ଟୋବର ପର୍ଯ୍ୟନ୍ତ ସାଉଦି ଆରବରେ ମୋଟ ୨୩୬ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ସେଥିମଧ୍ୟରୁ ୭୧ ଜଣଙ୍କୁ ନିଶା କାରବାର ଅଭିଯୋଗରେ ମୃତ୍ୟୁଦଣ୍ଡ ଦିଆଯାଇଛି। ପ୍ରକାଶ ଯେ, ସିରିଆ ଏବଂ ଲେବାନନରୁ ଆସୁଥିବା ଏକ ନିଶା ଔଷଧ କ୍ୟାପଟାଗନ୍ ପାଇଁ ସାଉଦି ଆରବ ମୁଖ୍ୟ ବଜାରରେ ପରିଣତ ହୋଇଛି। ଯାହା ବିରୋଧରେ ସାଉଦି ସରକାର ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

pakistan Saudi Arabia
Share. Facebook Twitter LinkedIn Email WhatsApp Copy Link

Related Posts

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026
Latest News

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.