Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡଖଣ୍ଡ ନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା, ଓଡିଶାରୁ ମୋହନ ମାଝୀ ଏବଂ ଧର୍ମେନ୍ଦ୍ର ପ୍ରଧାନ ସାମିଲ
ଆଜିର ଖବର

ଝାଡଖଣ୍ଡ ନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା, ଓଡିଶାରୁ ମୋହନ ମାଝୀ ଏବଂ ଧର୍ମେନ୍ଦ୍ର ପ୍ରଧାନ ସାମିଲ

October 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାଡଖଣ୍ଡ ନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା, ଓଡିଶାରୁ ମୋହନ ମାଝୀ ଏବଂ ଧର୍ମେନ୍ଦ୍ର ପ୍ରଧାନ ସାମିଲ

ନୂଆଦିଲ୍ଲୀ: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ତାହାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ସମେତ ଚାଲିଶ ଜଣ ରହିଛନ୍ତି। ତେବେ ଏହି ତାଲିକାରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ଏହି ଦୁଇଜଣ ଝାଡଖଣ୍ଡ ନିର୍ବାଚନର ମୁଖ୍ୟ ଆକର୍ଷଣ ହେବେ।

ଚାଲିଶ ଜଣିଆ ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ଥିବା ବେଳେ ଦ୍ବିତୀୟରେ ଅଛନ୍ତି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା। ସେହିପରି ତୃତୀୟ ରାଜନାଥ ସିଂ ଏବଂ ଚତୁର୍ଥରେ ଅମିତା ଶାହା। ତାପରେ ନୀତିନ ଗଡକରୀ, ଶିବରାଜସିଂ ଚୌହ୍ବାନ ଏବଂ ହେମନ୍ତ ବିଶ୍ବଶର୍ମା ରହିଛନ୍ତି।

ଓଡିଶାରୁ ଧର୍ମେନ୍ଦ୍ର ପ୍ରଧାନ 12 ନମ୍ବରରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 17 ନମ୍ବରରେ ରହିଛନ୍ତି। ତେବେ ଏହି ତାଲିକାରେ ଆଦିବାସୀ ନେତାଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ଯେପରିକି ଚମ୍ପେଇ ସୋରେନ, ଅର୍ଜ୍ଜୁନ ମୁଣ୍ଡା, ବିଷ୍ଣୁ ଦେଶାଇ ପ୍ରମୁଖ ରହିଛନ୍ତି। ଝାଡଖଣ୍ଡରେ ଆସନ୍ତା ନଭେମ୍ବର 13 ଏବଂ 20 ତାରିଖରେ ନିର୍ବାଚନ ହେବ।

election jharkhand election ଝାଡଖଣ୍ଡ ନିର୍ବାଚନ ଧର୍ମେନ୍ଦ୍ର ପ୍ରଧାନ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.