Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ, ଜୁଲାଇ ଚବିଶ ତାରିଖରେ ହେବ ଭୋଟ ଗଣତି
ଆଜିର ଖବର

ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ, ଜୁଲାଇ ଚବିଶ ତାରିଖରେ ହେବ ଭୋଟ ଗଣତି

July 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ, ଜୁଲାଇ ଚବିଶ ତାରିଖରେ ହେବ ଭୋଟ ଗଣତି
ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ, ଜୁଲାଇ ଚବିଶ ତାରିଖରେ ହେବ ଭୋଟ ଗଣତି

ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପାଟକୁରା ନିର୍ବାଚନ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁ ପାଇଁ ପାଟକୁରାରେ ନିର୍ବାଚନ ଘୁଞ୍ଚିଥିଲା। ପରେ ପରେ ବାତ୍ୟା ଫନି ପାଇଁ ନିର୍ବାଚନ ତାରିଖକୁ ଘୁଞ୍ଚାଯାଇଥିଲା। ତେବେ ନୂତନ ନିର୍ବାଚନ ବିଜ୍ଞପ୍ତି ଜାରି କରାଯିବା ସହିତ କେନ୍ଦ୍ରାପଡ଼ା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଜୁଲାଇ ୨୦ରେ ଭୋଟ ଗ୍ରହଣ ଓ ଜୁଲାଇ ୨୪ରେ ଭୋଟ୍‌ଗଣତି ଅନୁଷ୍ଠିତ ହେବ। ବର୍ତ୍ତମାନ ପାଟକୁରା ପାଇଁ ବିଜେଡି ତରଫରୁ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ଧର୍ମପତ୍ନୀ ସାବିତ୍ରୀ ଅଗ୍ରୱାଲା ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ତରଫରୁ ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ତାରିଖ ଘୋଷଣା ପୂର୍ବରୁ ଏହି ନିର୍ବାଚନ ପାଇଁ ବିଜେଡି ଓ ବିଜେପି ତରଫରୁ ପ୍ରସ୍ତୁତି ଆରମ୍ଭ କରିଦିଆଯାଇଛି। ବିଜୟ ମହାପାତ୍ର ଭୁବନେଶ୍ବର ଏମପି ଅପରାଜିତା ଷଡଙ୍ଗୀଙ୍କୁ ନେଇ ବିଭିନ୍ନ ସ୍ଥାନରେ ପ୍ରଚାର ଆରମ୍ଭ କରିଦେଇଛନ୍ତି। ସେହିପରି ବିଜେଡିର ଅନେକ ମନ୍ତ୍ରୀ ଓ ବିଧାୟକ ସେଠାରେ ବହୁଦିନ ଧରି ପ୍ରଚାର ଆରମ୍ଭ କରିଦେଇଛନ୍ତି।

 

ପାଟକୁରା
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ଗାୟିକା ଆଶା ଭୋଁସଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋଁସଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.