Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦାତିକ ବାହିନୀ ଦିବସରେ ସମସ୍ତ ରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ
ଆଜିର ଖବର

ପଦାତିକ ବାହିନୀ ଦିବସରେ ସମସ୍ତ ରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ

October 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପଦାତିକ ବାହିନୀ ଦିବସରେ ପଦାତିକ ବାହିନୀର ସମସ୍ତରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପଦାତିକ ବାହିନୀ ଦିବସରେ ଆମକୁ ନିରବଚ୍ଛିନ୍ନ ଭାବେସୁରକ୍ଷା ଦେଉଥିବା ପଦାତିକ ବାହିନୀର ସମସ୍ତ ରାଙ୍କ ଓଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ଆମେ ସାଲ୍ୟୁଟକରୁଛୁ। ସେମାନେ ସର୍ବଦା ବିପଦ ସମୟରେ ରାଷ୍ଟ୍ରରସୁରକ୍ଷାକୁ ନିଶ୍ଚିତ କରିବାକୁ ଦୃଢ଼ ଭାବେ ଛିଡ଼ା ହୋଇଥାନ୍ତି। ପଦାତିକ ବାହିନୀ ସାହସ, ବୀରତ୍ୱ ଓ କର୍ତ୍ତବ୍ୟ ଭାବନାରପ୍ରତୀକ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ପ୍ରେରଣା ଦେଉଛନ୍ତି।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Latest News

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.