Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ
ଆଜିର ଖବର

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

October 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଉପସ୍ଥିତ ଥିଲେ।

ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି: ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଚଳିତ ବର୍ଷ ରାବଣ ସାଙ୍ଗକୁ ଜଳିବ ୩୦ ଫୁଟର ‘କକ୍ରୋଚ୍’

October 16, 2026
Latest News

ପୂର୍ବତନ ଆମେରିକୀୟ ଜିମ୍ନାଷ୍ଟିକ୍ସ କୋଚ୍‌ ସିନ୍ ଗାର୍ଡନରଙ୍କୁ ୯୦ ବର୍ଷ ଜେଲ୍‌

October 16, 2026

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି: ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଚଳିତ ବର୍ଷ ରାବଣ ସାଙ୍ଗକୁ ଜଳିବ ୩୦ ଫୁଟର ‘କକ୍ରୋଚ୍’

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.