Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିମିଳିପାଳ ପଞ୍ଚାୟତରେ ମାଣ୍ଡିଆ ଦିବସ ଓ ଖାଦ୍ୟମେଳା ପ୍ରଦର୍ଶନୀ
ଆଜିର ଖବର

ଶିମିଳିପାଳ ପଞ୍ଚାୟତରେ ମାଣ୍ଡିଆ ଦିବସ ଓ ଖାଦ୍ୟମେଳା ପ୍ରଦର୍ଶନୀ

October 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ଶ୍ରୀ ଅନ୍ନ ଅଭିଯାନ ଅନୁସାରେ ଶିମିଳିପାଳ ଗ୍ରାମ ପଞ୍ଚାୟତ ପରିସରରେ ମାଣ୍ଡିଆ ଦିବସ ପାଳିତ ହେବାସହିତ ଖାଦ୍ୟ ମେଳା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଶିମିଳିପାଳ ପଞ୍ଚାୟତର ସରପଞ୍ଚ ସସ୍ମିତା ପ୍ରଧାନ, ଗ୍ରାମ ପଞ୍ଚାୟତ ଅଧିକାରୀ ବିନୋଦ ବିହାରୀ ସାହୁ ଓ ମାଣ୍ଡିଆ ପ୍ରଚାର ପ୍ରସାର ର ସଂଯୋଜକ କାମେଶ ରଞ୍ଜନ ବେହେରା ଏବଂ ସୁମନ୍ତ ଘଣ୍ଟିଆ ଙ୍କ ପରିଚାଳନା ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ସମାରୋହ ରେ ମୁଖ୍ୟ ଅତିଥି ଭାବେ ନାକଟିଦେଉଳ ବ୍ଲକ୍ କୃଷି ସମ୍ପ୍ରସାରଣ ଅଧିକାରୀ ମଧୁମିତା ମୁର୍ମୁ ଯୋଗଦେଇ ମାଣ୍ଡିଆର ଗୁରୁତ୍ବ ଓ ମହତ୍ତ୍ବ ବିଷୟରେ ଆଲୋକପାତ କରିବା ସହିତ ଶ୍ରୀ ଅନ୍ନ ଅଭିଯାନ ସମ୍ପର୍କରେ ବୁଝାଇଥିଲେ। ସରାପାଲି ମା ଦୁର୍ଗା ମାଣ୍ଡିଆ ଉତ୍ପାଦକ ଗୋଷ୍ଠ ର ମାନସୀ ପ୍ରଧାନ, ସରୋଜିନୀ ସାହୁ, ରଶ୍ମିତା ବାରିକ ଓ ଶ୍ରଦ୍ଧାଞଳି ପ୍ରଧାନ ସମେତ ଅନ୍ୟାନ ସଭ୍ୟାମାନେ ମାଣ୍ଡିଆରୁ ପ୍ରସ୍ତୁତ ଚକୁଳି, ପିଠା, ଆରିସା, କ୍ଷିରୀ, କେକ୍ ଓ ପକୁଡି ପ୍ରଦର୍ଶନ କରିଥିଲେ। ଏତଦବ୍ୟତୀତ ଏହି ମେଳା ରେ ବିଭିନ୍ନ ଖାଦ୍ୟ ପଦାର୍ଥ ଓ ଶସ୍ୟ ପ୍ରଦର୍ଶିତ ହୋଇଥିଲା।

ମାଣ୍ଡିଆ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.