Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିବସେନା ଟିକେଟରେ ଲଢିବେ ବିଜେପି ମୁଖପାତ୍ର ଶାଇନା: ସିନ୍ଦେ ଗୋଷ୍ଠୀ ତାଲିକାରେ ପ୍ରକାଶ ପାଇଲା ନାମ
ଆଜିର ଖବର

ଶିବସେନା ଟିକେଟରେ ଲଢିବେ ବିଜେପି ମୁଖପାତ୍ର ଶାଇନା: ସିନ୍ଦେ ଗୋଷ୍ଠୀ ତାଲିକାରେ ପ୍ରକାଶ ପାଇଲା ନାମ

October 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏକନାଥ ସିନ୍ଦେ ଦଳର ଶିବସେନା ସୋମବାର ଦିନ ତୃତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଶିବସେନାର ୧୩ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ବିଜେପି ନେତା ଶାଇନା ଏନସିଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି। ସିନ୍ଦେ ଦଳ ମୁମ୍ବାଦେବୀ ବିଧାନସଭା ଆସନରୁ ସାଇନା ଏନସିଙ୍କୁ ପ୍ରାର୍ଥୀ କରିଛି।

ଏକନାଥ ସିନ୍ଦେ ଦଳ ଦ୍ୱାରା ପ୍ରକାଶିତ ଏହି ତାଲିକାରେ ୧୩ ଜଣ ଶିବସେନା ପ୍ରାର୍ଥୀଙ୍କ ବ୍ୟତୀତ୨ ସହଯୋଗୀ ଦଳର ଆସନ ମଧ୍ୟ ଉଲ୍ଲେଖ କରାଯାଇଛି। ଜନସୁରାଜ୍ୟକୁ ଶିବସେନା କୋଟାରୁ ଗୋଟିଏ ଆସନ ମିଳିଛି। ହାତକଣଙ୍ଗଲେ ଆସନରୁ ଜନସୁରାଜ୍ୟ ପକ୍ଷର ପ୍ରାର୍ଥୀ ଅଶୋକରାଓ ମାନେ ହେବେ।

eknath shinde Elections 2024 Maharashtra Assembly Election 2024 Maharashtra Election 2024 Maharashtra News
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.