Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେବେ ବିଜେଡିରୁ ନିଲମ୍ବିତ ଗଁଦିଆର ରୀନାରାଣୀ, ସୁଧୀର ସାମଲଙ୍କ ଉପରେ ରାଗ
ଆଜିର ଖବର

ବିଜେପିରେ ଯୋଗ ଦେବେ ବିଜେଡିରୁ ନିଲମ୍ବିତ ଗଁଦିଆର ରୀନାରାଣୀ, ସୁଧୀର ସାମଲଙ୍କ ଉପରେ ରାଗ

October 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
gandia
ବିଜେପିରେ ଯୋଗ ଦେବେ ବିଜେଡିର ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନାରାଣୀ, ସୁଧୀର ସାମଲଙ୍କ ଉପରେ ରାଗ

ଭୁବନେଶ୍ବର: ଆଜି ବିଜେପିରେ ଯୋଗଦେବେ ବିଜେଡି ନେତ୍ରୀ ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ। ଢେଙ୍କାନାଳ ଦିଲ୍ଲାର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହେବେ। ଏ ଖବର ଜଣାପଡିବା ପରେ ଆଜି ସକାଳେ ବିଜେଡି ତାଙ୍କୁ ଦଳରୁ ନିଲମ୍ବିତ କରିଛି।

ତେବେ ରୀନାରାଣୀଙ୍କର ଗଁଦିଆ ବ୍ଲକରେ ବେଶ ସୁଦୃଢ ସଂଗଠନ ରହିଛି। ସେ ବିଜେଡି ପାଇଁ ବେଶ ସକ୍ରିୟ ଭାବେ କାମ କରିଆସୁଥିଲେ। ହେଲେ ହଠାତ ସେ ବିଜେପିରେ ମିଶିବେ ବୋଲି କାହିଁକି ନିଷ୍ପତି ନେଲେ ଅନେକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି।

ତେବେ ସୁତ୍ର ଅନୁସାରେ ଢେଙ୍କାନାଳର ବିଜେଡି ନେତା ସୁଧୀର ସାମଲଙ୍କ ସହିତ ରୀନାରାଣୀଙ୍କ ସହ ଭଲ ସଂପର୍କ ନ ଥିଲା। ସୁଧୀର ସାମଲ କୁଆଡେ ରୀନାରାଣୀଙ୍କୁ ସଂଗଠନୀୟ କାର୍ଯ୍ୟରୁ ଅଲଗା କରି ରଖିଥିଲେ ବୋଲି ଅଭିଯୋଗ ହୋଇଛି। ସେଥିପାଇଁ ରୀନା ବିଜେଡିର ପଦଯାତ୍ରା ସମୟରେ ନିଜକୁ ଦୂରେଇ ରଖିଥିଲେ ବୋଲି ରୀନାରାଣୀଙ୍କ ସମର୍ଥକ ଅଭିଯୋଗ କରିଛନ୍ତି। ସେଥିପାଇଁ ସେ ରାଗରେ ବିଜେପିରେ ଯୋଗଦେବା ପାଇଁ ନିଷ୍ପତି କରିଛନ୍ତି।

ତେବେ ରୀନାଙ୍କ ସହିତ ଗଁଦିଆ ବ୍ଲକର ବହୁ ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ବିଜେପିରେ ସାମିଲ ହେଉଛନ୍ତି ବୋଲି ଜଣାପଡିଛି।

ଗଁଦିଆ ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026
Latest News

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.