Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳୀ ପୁଜା ଏବଂ ଉର୍ତ୍ସ ମହୋତ୍ସବ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରା ସୁବିଧା
ଆଜିର ଖବର

କାଳୀ ପୁଜା ଏବଂ ଉର୍ତ୍ସ ମହୋତ୍ସବ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରା ସୁବିଧା

October 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଯାତ୍ରୀମାନଙ୍କ ସୁବିଧା ତଥା ଚାହିଦାକୁ ଦୃଷ୍ଟିରେ ରଖି କାଳୀ ପୂଜା ଏବଂ ଉର୍ତ୍ସ ମହୋତ୍ସବକୁ ଦୃଷ୍ଟିରେ ରଖି ଭଦ୍ରକ ନିକଟ କେନ୍ଦୁଆପଦା ଷ୍ଟେସନରେ ସାମୟିକ ଭାବେ ଚାରିଟି ଟ୍ରେନର ରହଣି ପ୍ରଦାନ କରିବା ଏବଂ ସାତଟି ଟ୍ରେନର ରହଣି ସମୟ ବୃଦ୍ଧି କରିବାକୁ ରେଳବାଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି।

ସାମୟିକ ରହଣି ବ୍ୟବସ୍ଥା:

12892/12891 ଭୁବନେଶ୍ୱର-ବାଙ୍ଗିରିପୋସି-ଭୁବନେଶ୍ୱର ଏକ୍ସପ୍ରେସ, 12704/12703 ସିକନ୍ଦରାବାଦ-ହାଓଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସ, 12822/12821 ପୁରୀ-ହାଓଡ଼ା-ପୁରୀ ଧଉଳି ଏକ୍ସପ୍ରେସ ଏବଂ 18046/18045 ହାଇଦ୍ରାବାଦ-ହାଓଡ଼ା-ହାଇଦ୍ରାବାଦ ଇଷ୍ଟକୋଷ୍ଟ ଏକ୍ସପ୍ରେସ ଟ୍ରେନ ଗୁଡିକର କେନ୍ଦୁଆପଦା ଷ୍ଟେସନ ଠାରେ 8 ଓ 9 ନଭେମ୍ବର 2024 ଦିନ କେନ୍ଦୁଆପଦା ଷ୍ଟେସସନ ଠାରେ ସାମୟିକ ରହଣି ବ୍ୟବସ୍ଥା କରାଯାଇଅଛି।

କେନ୍ଦୁଆପଦା ଠାରେ ରହଣି ସମୟ ବୃଦ୍ଧି ବ୍ୟବସ୍ଥା:

18022/18021 ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼ ଏକ୍ସପ୍ରେସ, 18038/18037 ଯାଜପୁର କେନ୍ଦୁଝର ରୋଡ-ଖଡ଼ଗ୍ପୁର- ଯାଜପୁର କେନ୍ଦୁଝର ରୋଡ ଏକ୍ସପ୍ରେସ, 08556/08555 ନୟାଗଡ଼ ଟାଉନ୍-ଭଦ୍ରକ୍-ନୟାଗଡ଼ ଟାଉନ୍ ମେମୁ ବିଶେଷ ଟ୍ରେନ, 08412/08411 ଭୁବନେଶ୍ୱର-ବାଲେଶ୍ୱର-ଭୁବନେଶ୍ୱର ମେମୁ ବିଶେଷ ଟ୍ରେନ, 08416/08415 ପୁରୀ-ଜଳେଶ୍ୱର-ପୁରୀ ମେମୁ ବିଶେଷ ଟ୍ରେନ, 08454/08453 କଟକ-ଭଦ୍ରକ-କଟକ ମେମୁ ବିଶେଷ ଟ୍ରେନ ଏବଂ 08438/08437 କଟକ-ଭଦ୍ରକ-କଟକ ମେମୁ ବିଶେଷ ଟ୍ରେନ 8 ଓ 9 ନଭେମ୍ବର 2024 ଦିନ କେନ୍ଦୁଆପଦା ଷ୍ଟେସନ ଠାରେ ସାମୟିକ ଭାବରେ 02 ମିନିଟ୍ ପରିବର୍ତ୍ତେ 05 ମିନିଟ୍ ରହଣି ଦେବାକୁ ନିଷ୍ପତ୍ତି ନିଆଯାଇଅଛି।

ଉର୍ତ୍ସ ମହୋତ୍ସବ କାଳୀ ପୁଜା କେନ୍ଦୁଆପଦା ଷ୍ଟେସନ ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଖଲ୍ଲିକୋଟ ପୋଲିସ ପକ୍ଷରୁ କାର ସମେତ ବିପୁଳ ପରିମାଣର ମଦ ଜବତ: ଚାଳକ ଗିରଫ

July 24, 2025

ସମ୍ୱଲପୁର ନିକଟରେ ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଟ୍ରାକରୁ ଖସିଲା ଜେନେରାଲ କୋଚ୍‌ର ଗୋଟିଏ ବଗି

July 24, 2025

ସଚିନ ତେନ୍ଦୁଲକରଙ୍କର ଏହି ବଲିଉଡ୍ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିଲା?: ଅନେକ ବର୍ଷ ପରେ ସାମ୍ନାକୁ ଆସିଲା ସତ୍ୟ

July 24, 2025

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025
Latest News

ଖଲ୍ଲିକୋଟ ପୋଲିସ ପକ୍ଷରୁ କାର ସମେତ ବିପୁଳ ପରିମାଣର ମଦ ଜବତ: ଚାଳକ ଗିରଫ

July 24, 2025

ସମ୍ୱଲପୁର ନିକଟରେ ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଟ୍ରାକରୁ ଖସିଲା ଜେନେରାଲ କୋଚ୍‌ର ଗୋଟିଏ ବଗି

July 24, 2025

ସଚିନ ତେନ୍ଦୁଲକରଙ୍କର ଏହି ବଲିଉଡ୍ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିଲା?: ଅନେକ ବର୍ଷ ପରେ ସାମ୍ନାକୁ ଆସିଲା ସତ୍ୟ

July 24, 2025

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025

ଆକର୍ଷଣୀୟ ଡିଜାଇନ୍‌ ଏବଂ ସର୍ବୋତ୍ତମ କାର୍ଯ୍ୟଦକ୍ଷତା ସହିତ ମହିନ୍ଦ୍ରା XUV 3XO “REVX” ସିରିଜ୍ ଲଞ୍ଚ୍: ଜାଣନ୍ତୁ ମୂଲ୍ୟ 

July 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.