Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲାଣ୍ଡରେ ହିମାଙ୍କୁ ସ୍ବର୍ଣ୍ଣ ଓ ତେଜିନ୍ଦରଙ୍କୁ ବ୍ରୋଞ୍ଜ୍‌
ଆଜିର ଖବର

ପୋଲାଣ୍ଡରେ ହିମାଙ୍କୁ ସ୍ବର୍ଣ୍ଣ ଓ ତେଜିନ୍ଦରଙ୍କୁ ବ୍ରୋଞ୍ଜ୍‌

July 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତର ଷ୍ଟାର୍‌ ସ୍ପ୍ରିଣ୍ଟର୍‌ ହିମା ଦାସ ପୋଲାଣ୍ଡରେ ଚାଲିଥିବା ପୋଜନାନ୍‌ ଆଥଲେଟିକ୍ସ ଗ୍ରାଁ ପ୍ରିର ୨୦୦ ମିଟର ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ୱାର୍ଲ୍ଡ ଜୁନିୟର ଓ ୪୦୦ ମିଟରରେ ଜାତୀୟ ରେକର୍ଡ ହାସଲ କରିଥିବା ହିମା ଗତକିଛି ମାସ ହେବ ପିଠିଜନିତ ସମସ୍ୟାରେ ରହିଥିଲେ। କିନ୍ତୁ ଚଳିତ ଟୁର୍ଣ୍ଣାମେଣ୍ଟରେ ସେ ସଫଳତାର ସହ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ୨୦୦ ମିଟର୍ ଦୂରତାକୁ ୨୩.୬୫ ସେକେଣ୍ଡରେ ଅତିକ୍ରମ କରି ପ୍ରଥମ ସ୍ଥାନରେ ରହିଥିଲେ। ଚଳିତ ବର୍ଷ ନିଜର ପ୍ରଥମ ଚାମ୍ପିଅନଶିପରେ ଭାଗ ନେଉଥିବା ହିମା ନିଜର ବ୍ୟକ୍ତିଗତ (୨୩.୧୦) ଶ୍ରେଷ୍ଠ ପ୍ରଦର୍ଶନ ଭାଙ୍ଗିବାରେ ବିଫଳ ହୋଇଛନ୍ତି। ଏହି ଇଭେଣ୍ଟରେ ଭାଗ ନେଇଥିବା ଭାରତର ଅନ୍ୟତମ ସ୍ପ୍ରିଣ୍ଟର୍ ଭିକେ ବିସ୍ମୟା ୨୩.୭୫ ସେକେଣ୍ଡରେ ନିର୍ଦ୍ଧାରିତ ଦୂରତା ଅତିକ୍ରମ କରି ଚତୁର୍ଥ ସ୍ଥାନରେ ରହିଥିଲେ। । ସେହିପରି ଜାତୀୟ ରେକର୍ଡଧାରୀ ଭାରତୀୟ ଶଟପୁଟ୍ ଥ୍ରୋୟର୍ ତେଜିନ୍ଦରପାଲ୍ ସିଂହ ତୁର୍ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏସିଆନ୍ ଚାମ୍ପିଅନ୍ ତେଜିନ୍ଦରପାଲ୍ ୧୯.୬୨ ମିଟର୍ ଥ୍ରୋ କରି ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ପଦକ ଜିତିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.