Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟିତ: ଖୁସି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟିତ: ଖୁସି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ

November 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପେଟୋଙ୍ଗଟାର୍ନ ସିନାୱାତ୍ରାଙ୍କ ମନୋଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି। ମହା`ପେଟୋଙ୍ଗଟାର୍ନ ସିନାୱାତ୍ରା ଥାଇଲାଣ୍ଡ ବ୍ୟାଙ୍ଗକକ୍ ଲିଟିଲ ଇଣ୍ଡିଆ ପାହୁରାତରେ ମନୋମୁଗ୍ଧକର ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟନ କରିଛନ୍ତି। ଏହି ଆକର୍ଷଣୀୟ ଥାଇଲାଣ୍ଡ ଦୀପାବଳି ଉତ୍ସବ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଏହା ଭାରତ ଓ ଥାଇଲାଣ୍ଡ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପ୍ରଧାନମନ୍ତ୍ରୀ ପେଟୋଙ୍ଗଟାର୍ନ ସିନାୱାତ୍ରାଙ୍କ ମନୋଭାବରେ ଅତ୍ୟନ୍ତ ଖୁସି। ଆକର୍ଷଣୀୟ ଥାଇଲାଣ୍ଡ ଦୀପାବଳି ଉତ୍ସବ ପାଇଁ ବହୁତ ବହୁତ ଶୁଭେଚ୍ଛା। ଭାରତ ଓ ଥାଇଲାଣ୍ଡ ମଧ୍ୟରେ ଏହା ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବ।”

BJP Ads
ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
BJP Ads
Latest News

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.