Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟିତ: ଖୁସି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟିତ: ଖୁସି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ

November 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପେଟୋଙ୍ଗଟାର୍ନ ସିନାୱାତ୍ରାଙ୍କ ମନୋଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି। ମହା`ପେଟୋଙ୍ଗଟାର୍ନ ସିନାୱାତ୍ରା ଥାଇଲାଣ୍ଡ ବ୍ୟାଙ୍ଗକକ୍ ଲିଟିଲ ଇଣ୍ଡିଆ ପାହୁରାତରେ ମନୋମୁଗ୍ଧକର ଥାଇଲାଣ୍ଡ ଦୀପାବଳି ଉତ୍ସବ ୨୦୨୪କୁ ଉଦଘାଟନ କରିଛନ୍ତି। ଏହି ଆକର୍ଷଣୀୟ ଥାଇଲାଣ୍ଡ ଦୀପାବଳି ଉତ୍ସବ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଏହା ଭାରତ ଓ ଥାଇଲାଣ୍ଡ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପ୍ରଧାନମନ୍ତ୍ରୀ ପେଟୋଙ୍ଗଟାର୍ନ ସିନାୱାତ୍ରାଙ୍କ ମନୋଭାବରେ ଅତ୍ୟନ୍ତ ଖୁସି। ଆକର୍ଷଣୀୟ ଥାଇଲାଣ୍ଡ ଦୀପାବଳି ଉତ୍ସବ ପାଇଁ ବହୁତ ବହୁତ ଶୁଭେଚ୍ଛା। ଭାରତ ଓ ଥାଇଲାଣ୍ଡ ମଧ୍ୟରେ ଏହା ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବ।”

ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026
Latest News

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: କେଉଁ ସେବା ବନ୍ଦ, କାହାକୁ ମିଳିବ ଛାଡ଼?

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.