Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
ଆଜିର ଖବର

ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି

November 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଶ୍ରୀନଗର ପରେ ଆଜି ଦକ୍ଷିଣ କାଶ୍ମୀରର ଅନନ୍ତନାଗରେ ଦୁଇଟି ସ୍ଥାନରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। କୋକରନାଗ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହା ବ୍ୟତୀତ ଅନନ୍ତନାଗର କଚୱାନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଆଉ ଏକ ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟରରେ ୨ ବିଦେଶୀ ଆତଙ୍କବାଦୀ (FT) ଙ୍କ ମୃତ୍ୟୁ ହୋଇଥିବା ସୂତ୍ରରୁ ପ୍ରକାଶ। ଏନକାଉଣ୍ଟର ସ୍ଥାନରେ ତିନି ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ଖବର ସାମ୍ନାକୁ ଆସିଛି। ଏହି ଅପରେସନ ଜାରି ରହିଛି।

anantnag Breaking News jammu kashmir Srinagar
Share. Facebook Twitter LinkedIn Email WhatsApp Copy Link

Related Posts

ସୁରତରେ ଭାରତର ହାଇସ୍ପିଡ୍‌ ବୁଲେଟ ଟ୍ରେନ ପ୍ରକଳ୍ପର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

November 17, 2025

ଓଡ଼ିଶା ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କୁ ସରକାରୀ ମାନ୍ୟତା ଦାବିରେ ମହାସମ୍ମିଳନୀ

November 17, 2025

ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

November 17, 2025

ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ଦ୍ୱିତୀୟ ସନ୍ଧ୍ୟା

November 17, 2025
Latest News

ସୁରତରେ ଭାରତର ହାଇସ୍ପିଡ୍‌ ବୁଲେଟ ଟ୍ରେନ ପ୍ରକଳ୍ପର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

November 17, 2025

ଓଡ଼ିଶା ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କୁ ସରକାରୀ ମାନ୍ୟତା ଦାବିରେ ମହାସମ୍ମିଳନୀ

November 17, 2025

ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

November 17, 2025

ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ଦ୍ୱିତୀୟ ସନ୍ଧ୍ୟା

November 17, 2025

ରାଶିଫଳ: ଆଜି ନଭେମ୍ବର ୧୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

November 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.