Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କେନ୍ଦ୍ର ବଜେଟ୍‌ : ପ୍ରଥମ ମହିଳା ଭାବରେ ବଜେଟ୍‌ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ
ଆଜିର ଖବର

ଆଜି କେନ୍ଦ୍ର ବଜେଟ୍‌ : ପ୍ରଥମ ମହିଳା ଭାବରେ ବଜେଟ୍‌ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ

July 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶୁକ୍ରବାର କେନ୍ଦ୍ର ସରକାର 2019-20 ଆର୍ଥିକବର୍ଷ ନିମନ୍ତେ ସାଧାରଣ ବଜେଟ୍‍ ଉପସ୍ଥାପନ କରିବାକୁ ଯାଉଛନ୍ତି। ସଂସଦରେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‍ ଆଗତ କରିବେ। ୧୧ଟାରେ ଅର୍ଥମନ୍ତ୍ରୀ ସଂସଦରେ ତାଙ୍କର ବଜେଟ୍‌ ଭାଷଣ ରଖିବେ। ଦ୍ବିତୀୟବାର କ୍ଷମତାକୁ ଆସିବା ପରେ ମୋଦୀ ସରକାରଙ୍କର ଏହା ହେଉଛି ପ୍ରଥମ ବଜେଟ୍। ତେବେ ଚଳିତବର୍ଷ ଦ୍ବିତୀୟ ଥର ପାଇଁ ମଧ୍ୟ ସଂସଦରେ ଏହି ବଜେଟ୍‌ ଉପସ୍ଥାପନ କରାଯିବ। ଦେଶରେ ସାଧାରଣ ନିର୍ବାଚନ ଥିବା ଦୃଷ୍ଟିରୁ ଫେବୃଆରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ପୀୟୂଷ ଗୋୟଲ ଅନ୍ତରୀଣ ବଜେଟ୍‌ ଉପସ୍ଥାପନ କରିଥି​‌​‌ଲେ। ଅନ୍ୟପକ୍ଷରେ ଅନ୍ତରୀଣ ବଜେଟ୍‌କୁ ମିଶାଇଲେ ଏହା ହେଉଛି ଦେଶର 89ତମ ବଜେଟ୍‌। ସାଧାରଣତଃ କେନ୍ଦ୍ର ବଜେଟ୍‌ ଉପସ୍ଥାପନର ସମୟସୀମା 90 ରୁ 120 ମିନିଟ୍‌ ମଧ୍ୟରେ ରହିଥାଏ। ଚଳିତଥର ବଜେଟ୍‌ରେ ମଧ୍ୟ ଏହି ସମାନ ଅବଧି ଆଶା କରାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.