Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋପିଆଁରେ ଏନ୍‌କାଉଣ୍ଟର : ଜଣେ ଆତଙ୍କବାଦୀ ମୃତ
ଆଜିର ଖବର

ସୋପିଆଁରେ ଏନ୍‌କାଉଣ୍ଟର : ଜଣେ ଆତଙ୍କବାଦୀ ମୃତ

July 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
army kills terrorist
army kills terrorist

ଦକ୍ଷିଣ କାଶ୍ମୀରର ସୋପିଆଁ ଜିଲ୍ଲାରେ ସୁରକ୍ଷା ବଳ ଏବଂ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ସଙ୍ଗଠିତ ହୋଇଛି । ଶୁକ୍ରବାର ଦିନ ଘଟିଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଛି । ରାଷ୍ଟ୍ରୀୟ ରାଇଫଲ୍‌ସ, ଏସ୍‌ଓଜି, ଜାମ୍ମୁ କାଶ୍ମୀର ପୋଲିସ ଏବଂ ସିଆରପିଏଫ୍‌ ପକ୍ଷରୁ ମିଳିତ ଭାବରେ ଏହି ସର୍ଚ୍ଚ ଅପରେସନ୍‌ କରାଯାଇଥିଲା । ସୋପିଆଁର ଇମାମ ସାହିବ୍‌ର ନରଓ୍ବାନି ଅଞ୍ଚଳରେ ଆତଙ୍କୀଙ୍କ ଉପସ୍ଥିତି ନେଇ ସର୍ଚ୍ଚ ଅପରେସନ୍‌ କରା ଯାଇଥିଲା । ଆତଙ୍କୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ପରେ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କୀ ନିହତ ହୋଇଥିଲେ । ଏହି ଘଟଣା ପରେ ଅନ୍ୟ ଆତଙ୍କବାଦୀ ଲୁଚିଥିବା ସନ୍ଦେହରେ ଏନ୍‌କାଉଣ୍ଟର ଜାରି ରହିଛି । ଇମାମ ସାହିବ୍‌ର ନରଓ୍ବାନି ଅଞ୍ଚଳରେ ଏହି ଘଟଣା ପରେ ଇଣ୍ଟରନେଟ୍‌ ସେବା ବନ୍ଦ ରଖାଯାଇଛି । ଘଟଣାସ୍ଥଳରେ ଅତିରିକ୍ତ ସୁରକ୍ଷା ବଳ ମୁତୟନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.