Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଧାରେ ରହିଗଲା ଜଗା ଦର୍ଶନ: ଟାଙ୍ଗୀ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଚାଲିଗଲା ହବିଷ୍ୟାଳିଙ୍କ ଜୀବନ
ଆଜିର ଖବର

ଅଧାରେ ରହିଗଲା ଜଗା ଦର୍ଶନ: ଟାଙ୍ଗୀ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଚାଲିଗଲା ହବିଷ୍ୟାଳିଙ୍କ ଜୀବନ

November 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଥାନା ଅଧୀନସ୍ଥ ୧୬ ନମ୍ବର ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ଦୁର୍ଘଟଣା ଘଟିଛି। ଆଜି ଭୋର ୫ଟା ସମୟରେ ଦୁର୍ଘଟଣା ଘଟି ଜଣେ ମୃତ ୫ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଏନେଇ ଟାଙ୍ଗୀ ପୋଲିସର ତଦନ୍ତ ଆରମ୍ଭ ହୋଇଛି।

ସୂଚନାରୁ ଜଣାପଡିଛି କାର୍ତ୍ତିକରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା କୟଥପଲା ଗ୍ରାମର ୮ ଜଣ ହବିଷ୍ୟାଳି ଏକ ଅଟୋରେ ପୁରୀ ଜଗା ଦର୍ଶନ କରିବାକୁ ଯାଉଥିଲେ। ହେଲେ ଜଗା ଦର୍ଶନ ସେମାନଙ୍କ ପାଇଁ ଅଧାରେ ରହିଗଲା। ପୁରୀ ଯାଉଥିବା ବେଳେ ଜାତୀୟ ରାଜପଥ ଇକ୍ଷିତପଡା ଠାରେ ଅଟୋକୁ ଏକ ଟ୍ରକ ସାଇଟ ମାରିବାରୁ ଅଟୋଟି ଓଲଟି ପଡିଥିଲା।

ଅଟୋରେ ଥିବା ଜଣେ ହବିଶ୍ୟାଳୀ ମହିଳା ମୃତ୍ୟୁବରଣ କରିଥିଲେ। ଅଟୋ ରିକ୍ସା ଚାଳକ ସହ ୪ ଜଣ ହବିଶ୍ୟାଳୀ ଗୁରୁତର ହୋଇଛନ୍ତି। ମୃତ ହବିଶ୍ୟାଳୀଙ୍କର ନାମ ହେଲା ସୁଷମା ସାମନ୍ତରାୟ (୬୦ ବର୍ଷ)। ଗୁରୁତର ଅଟୋ ଚାଳକ ହେଲେ ମିଟୁ ସେନ (୩୦ ବର୍ଷ)। ଅନ୍ୟ ଗୁରୁତର ମାନେ ହେଲେ ଶଶୀ ଗୁମାନ ସିଂ (୭୨), ଆଶାମଣୀ ସାମନ୍ତରାୟ (୬୫), ସଜନୀ ସାମନ୍ତରାୟ (୬୮ ବର୍ଷ) ବୋଲି ଜଣା ପଡିଛି।

ଗୁରୁତର ମାନଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି।ଖବର ପାଇ ଟାଙ୍ଗୀ ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

ଜଗା ଦର୍ଶନ ଜାତୀୟ ରାଜପଥ ଟାଙ୍ଗୀ ଜାତୀୟ ରାଜପଥ ଦୁର୍ଘଟଣା ହବିଷ୍ୟାଳି
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.