Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରେ ଇତିହାସ ରଚିଲା ନ୍ୟୁଜିଲ୍ୟାଣ୍ଡ, ୯୧ ବର୍ଷ ପରେ ଟିମ୍ ଇଣ୍ଡିଆକୁ ମିଳିଲା ଲଜ୍ଜାଜନକ ପରାଜୟ
ଆଜିର ଖବର

ମୁମ୍ବାଇରେ ଇତିହାସ ରଚିଲା ନ୍ୟୁଜିଲ୍ୟାଣ୍ଡ, ୯୧ ବର୍ଷ ପରେ ଟିମ୍ ଇଣ୍ଡିଆକୁ ମିଳିଲା ଲଜ୍ଜାଜନକ ପରାଜୟ

November 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମୁମ୍ବାଇରେ ଖେଳାଯାଇଥିବା ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜର ତୃତୀୟ ତଥା ଶେଷ ମ୍ୟାଚକୁ ଟିମ୍ ଇଣ୍ଡିଆ ହରାଇଛି। ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ଟିମ୍ ଇଣ୍ଡିଆ ମୁମ୍ବାଇ ଟେଷ୍ଟରେ ୨୫ ରନ୍ ରେ ପରାସ୍ତ ହୋଇଛି। ଭାରତରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ କ୍ଳିନ ସ୍ଵିପ କରିବାରେ ନ୍ୟୁଜିଲ୍ୟାଣ୍ଡ ହେଉଛି ପ୍ରଥମ ଦଳ।

ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ ୧୯୩୩-୩୪ ମସିହାରେ ଘରୋଇ ମାଟିରେ ଏକ ଟେଷ୍ଟ ସିରିଜ୍ ଖେଳିଥିଲା, ଯାହା ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଥିଲା ଯେଉଁଥିରେ ଇଂଲଣ୍ଡ ୨-୦ ରେ ଜିତିଥିଲା। ବର୍ତ୍ତମାନ ନ୍ୟୁଜିଲ୍ୟାଣ୍ଡ ଟେଷ୍ଟ କ୍ରିକେଟ୍ ଇତିହାସରେ ପ୍ରଥମ ଦଳ ହୋଇପାରିଛି ଯାହା ଭାରତରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତକୁ ୩-୦ ରେ ପରାସ୍ତ କରିଛି। ଟମ ଲାଥାମଙ୍କ ନେତୃତ୍ଵାଧୀନ ନ୍ୟୁଜିଲ୍ୟାଣ୍ଡ ଏହି ଐତିହାସିକ ସଫଳତା ପାଇଛି।

ଯଦି ୧୯୩୩ ରୁ ଦେଖାଯାଏ, ପ୍ରାୟ ୯୧ ବର୍ଷ ପରେ ଟିମ୍ ଇଣ୍ଡିଆକୁ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୩-୦ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରୋହିତ ଶର୍ମାଙ୍କ ଟିମ୍ ଇଣ୍ଡିଆ ଏହି ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି।

IND Vs NZ 3rd Test INDIA VS NEW ZEALAND mumbai Rishabh Pant
Share. Facebook Twitter LinkedIn Email WhatsApp Copy Link

Related Posts

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026
Latest News

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.