Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟେଷ୍ଟ ପରାଜୟ ପରେ ଭାରତକୁ ବଡ କ୍ଷତି, ଜାଣନ୍ତୁ ଟେଷ୍ଟ ଚାମ୍ପିଅନସିପ୍ ପଏଣ୍ଟ ଟେବୁଲ୍ ଅପଡେଟ୍
ଆଜିର ଖବର

ଟେଷ୍ଟ ପରାଜୟ ପରେ ଭାରତକୁ ବଡ କ୍ଷତି, ଜାଣନ୍ତୁ ଟେଷ୍ଟ ଚାମ୍ପିଅନସିପ୍ ପଏଣ୍ଟ ଟେବୁଲ୍ ଅପଡେଟ୍

November 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଭାରତକୁ ଆଉ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଟେଷ୍ଟ ସିରିଜରେ ନ୍ୟୁଜିଲ୍ୟାଣ୍ଡ ଟିମ୍ ଇଣ୍ଡିଆକୁ ୦-୩ ରେ ପରାସ୍ତ କରିଛି। ଏହି ପରାଜୟ ଯୋଗୁଁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଭାରତ ମଧ୍ୟ କ୍ଷତି ସହିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଟିମ୍ ଇଣ୍ଡିଆ ଗୋଟିଏ ସ୍ଥାନ ଖସିଛି। ଯେଉଁଠାରେ ଅଷ୍ଟ୍ରେଲିଆ ଶୀର୍ଷରେ ରହିଛି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଭାରତ ଏବେ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତ ଏପର୍ଯ୍ୟନ୍ତ ୧୪ ଟି ମ୍ୟାଚ୍ ଖେଳି ୮ ଟି ଜିତିଛି। ଏହା ସହିତ ଦଳ ପାଞ୍ଚଟିରେ ପରାଜୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲିଆ ୧୨ ଟି ମ୍ୟାଚ୍ ଖେଳି ୮ ଟି ଜିତିଛି। ସେମାନେ ୩ ଟି ମ୍ୟାଚ୍ ରେ ପରାଜୟର ସମ୍ମୁଖୀନ ହୋଇଛନ୍ତି।

ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ୮ ୱିକେଟରେ ଜିତିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ୧୧୩ ରନ୍‌ରେ ବିଜୟ ପଞ୍ଜିକୃତ ହୋଇଥିଲା। ତୃତୀୟ ମ୍ୟାଚ୍‌ରେ ଭାରତକୁ ୨୫ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ପ୍ରକାଶ ଯେ, ଋଷଭ ପନ୍ତ ଏହି ସିରିଜର ସର୍ବାଧିକ ରନ୍ ସ୍କୋରର ଥିଲେ। ସେ ୩ ଟି ମ୍ୟାଚରେ ୨୬୧ ରନ୍ ସଂଗ୍ରହ କରିଥିଲେ।

IND VS NZ INDIA VS NEW ZEALAND mumbai team india world test championship
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.