Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟେଷ୍ଟ ପରାଜୟ ପରେ ଭାରତକୁ ବଡ କ୍ଷତି, ଜାଣନ୍ତୁ ଟେଷ୍ଟ ଚାମ୍ପିଅନସିପ୍ ପଏଣ୍ଟ ଟେବୁଲ୍ ଅପଡେଟ୍
ଆଜିର ଖବର

ଟେଷ୍ଟ ପରାଜୟ ପରେ ଭାରତକୁ ବଡ କ୍ଷତି, ଜାଣନ୍ତୁ ଟେଷ୍ଟ ଚାମ୍ପିଅନସିପ୍ ପଏଣ୍ଟ ଟେବୁଲ୍ ଅପଡେଟ୍

November 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଭାରତକୁ ଆଉ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଟେଷ୍ଟ ସିରିଜରେ ନ୍ୟୁଜିଲ୍ୟାଣ୍ଡ ଟିମ୍ ଇଣ୍ଡିଆକୁ ୦-୩ ରେ ପରାସ୍ତ କରିଛି। ଏହି ପରାଜୟ ଯୋଗୁଁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଭାରତ ମଧ୍ୟ କ୍ଷତି ସହିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଟିମ୍ ଇଣ୍ଡିଆ ଗୋଟିଏ ସ୍ଥାନ ଖସିଛି। ଯେଉଁଠାରେ ଅଷ୍ଟ୍ରେଲିଆ ଶୀର୍ଷରେ ରହିଛି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଭାରତ ଏବେ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତ ଏପର୍ଯ୍ୟନ୍ତ ୧୪ ଟି ମ୍ୟାଚ୍ ଖେଳି ୮ ଟି ଜିତିଛି। ଏହା ସହିତ ଦଳ ପାଞ୍ଚଟିରେ ପରାଜୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲିଆ ୧୨ ଟି ମ୍ୟାଚ୍ ଖେଳି ୮ ଟି ଜିତିଛି। ସେମାନେ ୩ ଟି ମ୍ୟାଚ୍ ରେ ପରାଜୟର ସମ୍ମୁଖୀନ ହୋଇଛନ୍ତି।

ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ୮ ୱିକେଟରେ ଜିତିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ୧୧୩ ରନ୍‌ରେ ବିଜୟ ପଞ୍ଜିକୃତ ହୋଇଥିଲା। ତୃତୀୟ ମ୍ୟାଚ୍‌ରେ ଭାରତକୁ ୨୫ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ପ୍ରକାଶ ଯେ, ଋଷଭ ପନ୍ତ ଏହି ସିରିଜର ସର୍ବାଧିକ ରନ୍ ସ୍କୋରର ଥିଲେ। ସେ ୩ ଟି ମ୍ୟାଚରେ ୨୬୧ ରନ୍ ସଂଗ୍ରହ କରିଥିଲେ।

IND VS NZ INDIA VS NEW ZEALAND mumbai team india world test championship
Share. Facebook Twitter LinkedIn Email WhatsApp Copy Link

Related Posts

Six Lane Dwarka Tunnel: ଦ୍ୱାରକା ଏକ୍ସପ୍ରେସୱେରେ ନିର୍ମାଣ ହେବ ଛଅ ଲେନ ସୁଡଙ୍ଗ ପଥ

July 1, 2026

ମନରେଗା ଦୁର୍ନୀତିରେ ବଡ଼ କାର୍ଯ୍ୟାନୁଷ୍ଠାନ, ୪୨ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଦୁଇ ଯନ୍ତ୍ରୀ ଗିରଫ

July 1, 2026

ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ନବରଙ୍ଗପୁର ୧୨ ଘଣ୍ଟିଆ ବନ୍ଦ: ମନ୍ତ୍ରୀଙ୍କ ଇସ୍ତଫା ଦାବି

July 1, 2026

ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ରେ ‘ମହାନ ରେକର୍ଡ’ କରିବେ ଅଭିଷେକ ଶର୍ମା: ମାତ୍ର କିଛି ପାଦ ଦୂରରେ

July 1, 2026
Latest News

Six Lane Dwarka Tunnel: ଦ୍ୱାରକା ଏକ୍ସପ୍ରେସୱେରେ ନିର୍ମାଣ ହେବ ଛଅ ଲେନ ସୁଡଙ୍ଗ ପଥ

July 1, 2026

ମନରେଗା ଦୁର୍ନୀତିରେ ବଡ଼ କାର୍ଯ୍ୟାନୁଷ୍ଠାନ, ୪୨ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଦୁଇ ଯନ୍ତ୍ରୀ ଗିରଫ

July 1, 2026

ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ନବରଙ୍ଗପୁର ୧୨ ଘଣ୍ଟିଆ ବନ୍ଦ: ମନ୍ତ୍ରୀଙ୍କ ଇସ୍ତଫା ଦାବି

July 1, 2026

ମହିଳାଙ୍କଠାରେ ଥାଇରଏଡ୍ ସମସ୍ୟା କାହିଁକି ଅଧିକ? ଜାଣନ୍ତୁ କାରଣ, ଲକ୍ଷଣ ଓ ସତର୍କତା

July 1, 2026

ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ରେ ‘ମହାନ ରେକର୍ଡ’ କରିବେ ଅଭିଷେକ ଶର୍ମା: ମାତ୍ର କିଛି ପାଦ ଦୂରରେ

July 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.