Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା, କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା
ଆଜିର ଖବର

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା, କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା

November 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା, କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା

ଭୁବନେଶ୍ବର: ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଆଜି ଲୋକସେବା ଭବନରେ ମନ୍ତ୍ରୀସ୍ତରୀୟ ବୈଠକରେ ଏହି ହୋଇଛି ନିଷ୍ପତ୍ତି। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଚଳିତ ବର୍ଷ ୮୦ ଲକ୍ଷ ଟନ୍‌ ଧାନ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀଙ୍କ ସୂଚନା ଅନୁସାରେ ଚଳିତ ବର୍ଷ ଚାଷୀଙ୍କଠାରୁ କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଧାନ କିଣିବେ ସରକାର। ଏହି ଧାନ କିଣା ପ୍ରଥମେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପି ୨୩୦୦ ଟଙ୍କା ରହିଛି। ହେଲେ ରାଜ୍ୟ ସରକାର ଇନପୁଟ ସହାୟତା ୮୦୦ ଟଙ୍କା ଦେବେ। ଫଳରେ ଚାଷି ମୋଟ ୩୧୦୦ ଟଙ୍କାରେ ଧାନ ବିକ୍ରି କରିବେ।

ସରକାର ଆସିବା ପୂର୍ବରୁ ବିଜେପି ଭୋଟରଙ୍କୁ ଧାନ କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କାରେ କିଣିବେ ବୋଲି ପ୍ରତିଶୃତି ଦେଇଥିଲେ। ସେହି ଅନୁସାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଚାଷୀମାନେ ୩୧୦୦ ଟଙ୍କାରେ ଧାନ ବିକ୍ରୀ କରିବେ।

ଧାନ କିଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.