Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଜିର ଖବର

ଖୋର୍ଦ୍ଧାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

November 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୭ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୧ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ୨ ଜଣ ହିତାଧିକାରୀଙ୍କୁ ଯଥା କ୍ରମେ ୧୦ ହଜାର ଟଙ୍କା ଏବଂ ୮୦୦୦/-
ଟଙ୍କା ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ରେଡକ୍ରସ ପାଣ୍ଠିରୁ ଜଣେ ହିତାଧିକାରୀ ୧୦,୦୦୦/-ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ  ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ଡି ଏଫ୍ ଓ ପି ପୁର୍ଣିମା, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ)
ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଖୋର୍ଦ୍ଧା ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ସି ଡ଼ି ଏମ୍ଓ ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଖୋର୍ଦ୍ଧା ବିଡିଓ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026
Latest News

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

July 18, 2026

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.