Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାନାଡାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

କାନାଡାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

November 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ କାନାଡାର ଏକ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣ ଏବଂ ଭାରତୀୟ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର ପ୍ରୟାସକୁ ଦୃଢ଼ ନିନ୍ଦା କରିଛନ୍ତି। ଭାରତର ଦୃଢ଼ ସଂକଳ୍ପ ଉପରେ ଗୁରୁତ୍ୱାରୋପ କରି ସେ ନ୍ୟାୟ ସୁନିଶ୍ଚିତ କରିବା ଏବଂ ଆଇନର ଶାସନକୁ ବଜାୟ ରଖିବାକୁ କାନାଡା ସରକାରଙ୍କୁ ଆହ୍ୱାନ ଦେଇଛନ୍ତି।

ଏକ୍ସରେ ପୋଷ୍ଟ କରିଥିବା ନିଜ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି:

କାନାଡ଼ାର ଏକ ହିନ୍ଦୁ ମନ୍ଦିର ଉପରେ ଯୋଜନାବଦ୍ଧ ଆକ୍ରମଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ଆମ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର କାପୁରୁଷତାପୂର୍ଣ୍ଣ ପ୍ରୟାସ ମଧ୍ୟ ସେତିକି ଉଦବେଗଜନକ। ଏଭଳି ହିଂସାକାଣ୍ଡ ଭାରତର ସଂକଳ୍ପକୁ କେବେ ବି ଦୁର୍ବଳ କରିବ ନାହିଁ। କାନାଡା ସରକାର ନ୍ୟାୟ ସୁନିଶ୍ଚିତ କରିବେ ଏବଂ ଆଇନର ଶାସନକୁ ବଜାୟ ରଖିବେ ବୋଲି ଆମେ ଆଶା କରୁଛୁ।

କାନାଡା ନରେନ୍ଦ୍ର ମୋଦୀ ହିଂସାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.